ଆସନ୍ତା ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର: କିଛି ଦିନ ହେବ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ସକାଳୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବା ସହ ଖରା ବଢୁଥିବା ବେଳେ ଅପରାହ୍ନରୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା-ପବନ ହେଉଛି। ଯାହାକୁ ନେଇ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ଲୋକେ । ତେବେ ଆସନ୍ତା ୩ ଦିନ ଅର୍ଥାତ୍ ୨୩ ତାରିଖ ଯାଏଁ…
Read More...
Read More...