Browsing Tag

Reporters Today

ବିଦ୍ୟୁତ ସେବା ପାଇବା ପାଇଁ ଦାବି ପତ୍ର ପ୍ରଦାନ

ମୟୂରଭଞ୍ଜ-: ମୟୂରଭଞ୍ଜ ଜିଲ୍ଲାର ବିଜାତଳା ବ୍ଲକର ଦୁର୍ଗମ ଅଞ୍ଚଳ ମାଣିକପୁର ପଞ୍ଚାୟତ ଅନ୍ତର୍ଗତ ନୂଆଗାଁର ସୁରୁ ମୁଣ୍ଡାଙ୍କୁ ନିଜ ଘରେ ବିଦ୍ୟୁତ ସଂଯୋଗ ପାଇବା ପାଇଁ ଗତ ବର୍ଷ ଡିସେମ୍ବର ମାସରେ ବିଦ୍ୟୁତ ସେବା ପ୍ରଦାନକାରୀ ସଂସ୍ଥା ଟିପିଏନଓଡିଏଲର ଅନୁଭବ ସେବା କେନ୍ଦ୍ର ଅନଲାଇନ ମାଧ୍ୟମରେ…
Read More...

ପ୍ରତିମୂର୍ତ୍ତୀ ପୋଡିଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍ଣ ମାନସିକତାର ବ୍ୟକ୍ତି ହୋଇଥିବେ

ଭୁବନେଶ୍ୱର-: ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି । ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ…
Read More...

ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ସମୀକ୍ଷା କରିବେ ଗଡକରୀ

ଭୁବନେଶ୍ବର-: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଏପ୍ରିଲ ୧୭ରେ ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି । ୧୭ରେ ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜନ୍ମଜୟନ୍ତୀ ପାଳନ କରିବେ । ଏହି ଉତ୍ସବରେ…
Read More...

ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ସମୀକ୍ଷା କରିବେ ଗଡକରୀ

ଭୁବନେଶ୍ବର-: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଏପ୍ରିଲ ୧୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ୧୭ରେ ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗ ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜନ୍ମଜୟନ୍ତୀ ପାଳନ କରିବେ । ଏହି ଉତ୍ସବରେ…
Read More...

୭୭ ବର୍ଷରେ ପାଦ ଥାପିଲା ଓଡିଶାର ରାଜଧାନୀ ଭୁବନେଶ୍ୱର

ଭୁବନେଶ୍ୱର-: ୭୭  ବର୍ଷରେ ପାଦ ଥାପିଲା ଓଡିଶାର ରାଜଧାନୀ ଭୁବନେଶ୍ୱର । ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖ ଆଜିର ଦିନରେ ଭୁବନେଶ୍ବରକୁ ମିଳିଥିଲା ରାଜଧାନୀର ସ୍ବୀକୃତି । ଆଜିର ଦିନରେ ତତକାଳୀନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଦ୍ୱାରା ରାଜଧାନୀ ପ୍ରତିଷ୍ଠା ଫଳକ ସ୍ଥାପନ…
Read More...

ଏପ୍ରିଲ ୩୦ ପର୍ଯ୍ୟନ୍ତ ବଢିଲା ସଚିବଙ୍କ ଜିଲ୍ଲା ଗସ୍ତ ଅବଧି

ବ୍ୟୁରୋ-: ବଢ଼ିଲା ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧି । ଏହି ଜିଲ୍ଲା ଗସ୍ତ ଅବଧିକୁ ବଢ଼ାଇଛନ୍ତି ରାଜ୍ୟ ସରକାର । ଏପ୍ରିଲ ୩୦ ଯାଏଁ ଏହି ଅବଧିକୁ ବଢ଼ାଯାଇଛି । ଏହି ସମୟ ମଧ୍ୟରେ ବରିଷ୍ଠ ଅଧିକାରୀମାନେ ନିର୍ଦ୍ଧାରିତ ଜିଲ୍ଲାକୁ ଅତି କମରେ ୨ ଦିନ ପାଇଁ ଗସ୍ତ କରିବେ। ସେଠାରେ…
Read More...

ଏପ୍ରିଲ ୧୧ରୁ ଓଡ଼ିଶାରେ ଆୟୁଷ୍ମାନ ଭାରତର ଶୁଭାରମ୍ଭ

ବ୍ୟୁରୋ-: ଏପ୍ରିଲ ୧୧ରୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ । ସେଥିପାଇଁ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୧୦ ତାରିଖ ରାତିରେ ଭୁବନେଶ୍ୱର ପହଞ୍ଚିବେ ନଡ୍ଡା । ୧୧ରେ ଆୟୁଷ୍ମାନ ଭାରତର ଶୁଭାରମ୍ଭ କରିବେ । ସୂଚନା ଅନୁସାରେ ଆସନ୍ତା ଏପ୍ରିଲ ୧୧ ତାରିଖରେ…
Read More...

ଆକାଉଣ୍ଟ ନମ୍ବର ଓ ଦଳ ଆକାଉଣ୍ଟ ନମ୍ବର ନେଇ ଚେକ କରନ୍ତୁ

ବ୍ୟୁରୋ-: ରାଜା ଚକ୍ର ଓକିଲଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଆମ ଜୀବନ ଖୋଲା ବହି, ଦଳର ନେତାମାନଙ୍କ ଜୀବନ ବି ଖୋଲା । ତାରା ବାହିନୀପତିଙ୍କ ଅଭିଯୋଗ ଉପରେ ମନମୋହନ ସାମଲ ପ୍ରତିକ୍ରିୟା ଦେଇଛନ୍ତି । ସୂଚନାଯୋଗ୍ୟ, ରାଜା ଚକ୍ରଙ୍କ ଓକିଲ…
Read More...

ପଞ୍ଚଭୂତରେ ଲିନ ହେଲେ ବିଜେପି ନେତା ଗଦାଧର ପଣ୍ଡା

ସୁବର୍ଣ୍ଣପୁର-: ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ବଡ଼ଖମାର ଗ୍ରାମର ବରିଷ୍ଠ ବିଜେପି ନେତା ଗଦାଧର ପଣ୍ଡା (୭୦)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି । ସେ ହଠାତ୍ ଅସୁସ୍ଥ ଅନୁଭବ କରିବାରୁ  ପରିବାର ଲୋକେ ତାଙ୍କୁ ଡାକ୍ତରଖାନାକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା…
Read More...

ବିଲ୍ କରାଇବା ପାଇଁ ମାଗୁଥିଲେ ଲକ୍ଷେ ଟଙ୍କା

ବ୍ୟୁରୋ-: ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ । ଭୁବନେଶ୍ବର ରୁରାଲ ୱାର୍କସର ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ ଗିରଫ  । ୧ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ । ବିଲ୍ କରାଇବାକୁ କଣ୍ଟ୍ରାକ୍ଟରଙ୍କ ଠାରୁ ଲାଞ୍ଚ ନେଲାବେଳେ ଧରାପଡ଼ିଥିଲେ ଇଞ୍ଜିନିୟର । ସୂଚନା…
Read More...