ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ସମୟରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟଣା : ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…
Read More...
Read More...