ଅଗଷ୍ଟ ୨୯ ତାରିଖ ଦିନ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିବ
ରିପୋର୍ଟର୍ସ ଟୁଡେ ବ୍ୟୁରୋ;- ପବିତ୍ର ନୂଆଁଖାଇ ଅବସରରେ ରାଜ୍ୟ ସରକାର ଆସନ୍ତା ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ଏହି ପରିପ୍ରେକ୍ଷୀରେ ଅଗଷ୍ଟ ୨୯ ତାରିଖ ଦିନ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିବ।
ସେହିପରି ସମସ୍ତ…
Read More...
Read More...