Browsing Tag

reporterstoday

ଖୋର୍ଦ୍ଧା ନବନିର୍ବାଚିତ ବିଜେପି ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଅନ୍ତରିଣ ଜାମିନ

ଭୁବନେଶ୍ୱର: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ । ଖୋର୍ଦ୍ଧା ନବନିର୍ବାଚିତ ବିଜେପି ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ । ୯ ତାରିଖରୁ ୩ ଦିନ ପାଇଁ ମିଳିଛି ଜାମିନ । ଜିଲ୍ଲା ପ୍ରଥମ ଅତିରିକ୍ତ ଦୌରାଜଜଙ୍କ ପାଖରେ ଶୁଣାଣି ପରେ ମିଳିଛି…
Read More...

ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେବ ଶିମିଳିପାଳ ଅଭୟାରଣ୍ୟ

ମୟୁରଭଞ୍ଜ : ବନ୍ଦ ହେବ ଶିମିଳିପାଳ। ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେବ ଶିମିଳିପାଳ ଅଭୟାରଣ୍ୟ। ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ଶୁକ୍ରବାର ବନ ବିଭାଗ ପକ୍ଷରୁ ନୋଟିସ୍ ମିଳିଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଅଭୟାରଣ୍ୟ ବନ୍ଦ ରହିବ।…
Read More...

ନିର୍ବାଚନ ସରିବା ପରେ ଓଡିଶାରୁ ହଟିଲା ଆଦର୍ଶ ଆଚରଣ ବିଧି

ଭୁବନେଶ୍ୱର: ଓଡିଶାରୁ ହଟିଲା ଆଦର୍ଶ ଆଚରଣ ବିଧି । ରାଜଭବନରେ ରାଜ୍ୟପାଳଙ୍କୁ ଭେଟିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ନୂଆ ବିଧାନସଭା ଗଠନ ନେଇ ବିଧିବଦ୍ଧ ଭାବେ ରାଜ୍ୟପାଳଙ୍କୁ ଅବଗତ କରାଇଛନ୍ତି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ, ଅତିରିକ୍ତ ମୁଖ୍ୟ ନିର୍ବାଚନ…
Read More...

ହଳଦିଆ ଗାଁ ଜଙ୍ଗଲରେ ୨୭ ଟିକିଆ ହାତୀପଲ, ଲୋକେ ଭୟଭୀତ

କରଞ୍ଜିଆ : ଗାଁ ମୁହାଁ ୨୭ ଟିକିଆ ହାତୀପଲ। ଚମ୍ପୁଆ ବନଖଣ୍ଡରୁ ହାତୀପଲ ଗାଁ ମୁହାଁ ହୋଇଥିବା ନେଇ ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତିରେ ହାତୀପଲ ବୈତରଣୀ ନଦୀ ପାର ହୋଇ ବର୍ତ୍ତମାନ ହଳଦିଆ ଗାଁ ଜଙ୍ଗଲରେ ରହିଥିବାରୁ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଖବର ପାଇ ବନ ବିଭାଗ…
Read More...

ଆଜି ପୁଣି ଆକାଶରୁ ଶୁଭିଲା ପ୍ରଚଣ୍ଡ ଶଦ୍ଦ; ଭୟଭୀତ ଲୋକେ

ବାଲେଶ୍ୱର: ଆଜି ପୁଣି ଆକାଶରୁ ଶୁଭିଲା ପ୍ରଚଣ୍ଡ ଶଦ୍ଦ । ବାଲେଶ୍ୱର ଅଞ୍ଚଳରେ ଆକାଶରୁ ପ୍ରଚଣ୍ଡ ଶଦ୍ଦ ଶୁଣିବାକୁ ମିଳୁଛି । ଫଳରେ ସ୍ଥାନିୟ ଲୋକେ ଭୟଭୀତ ହେଉଛନ୍ତି । ସେପଟେ ଭଦ୍ରକ ଜିଲ୍ଲାର ବାସୁଦେବପୁର ଅଞ୍ଚଳରେ ମଧ୍ୟ ପ୍ରଚଣ୍ଡ ଶଦ୍ଦ ଶୁଣିବାକୁ ମିଳିଛି । ତେବେ ପାଖରେ ଚାନ୍ଦିପୁର…
Read More...

ଆଜି ଠାରୁ +୨ ନାମ ଲେଖା ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର:ଆଜି ଠାରୁ +୨ ନାମ ଲେଖା ପାଇଁ ଆବେଦନ ଆରମ୍ଭ । ତେବେ ଛାତ୍ରଛାତ୍ରୀ ମାନେ ଆଜି ଠାରୁ ଆବେଦନ କରିପାରିବେ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in …
Read More...

ଇସ୍ତଫା ଦେଲେ ଆଇଟି ବିଭାଗର ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର

ଭୁବନେଶ୍ୱର: ଇସ୍ତଫା ଦେଲେ ଆଇଟି ବିଭାଗର ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର । ସେ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ସୂଚନା ଦିଆଯାଇଛି । ତେବେ ୨୦୦୦ ବ୍ୟାଚର ଏହି ଆଇଏଏସ୍ ଅଫିସର ଦୀର୍ଘ ଦିନ ଧରି ଏହି…
Read More...

ଦିଲ୍ଲୀ ତିହାର ଜେଲରେ ପୁଣି ଏକ ଗ୍ୟାଙ୍ଗୱାର ଘଟଣା ; ଜଣେ ଗୁରୁତର

ନୂଆଦିଲ୍ଲୀ: ଦିଲ୍ଲୀ ତିହାର ଜେଲରେ ପୁଣି ଏକ ଗ୍ୟାଙ୍ଗୱାର ଘଟଣା । ଦୁଇ ଗ୍ୟାଙ୍ଗ ମଧ୍ୟରେ ରକ୍ତାକ୍ତ ସଂଘର୍ଷରେ ଜଣେ କଏଦୀ ଗୁରୁତର ଆହତ ହୋଇଛନ୍ତି । ଆହତ କଏଦୀଙ୍କୁ ଦିନଦୟାଲ ଉପାଧ୍ୟାୟ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। ଦିଲ୍ଲୀ ପୋଲିସ ଟିମ୍ ମଧ୍ୟ ଡାକ୍ତରଖାନାରେ ପହଞ୍ଚି କଏଦୀଙ୍କୁ…
Read More...

ଦୁଇ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ମୌସୁମୀ ବାୟୁ

ଭୁବନେଶ୍ବର:  ଜୁନ ୧୦ ତାରିଖ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ । ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ଛୁଇଁବ ଓଡ଼ିଶା। ଓଡ଼ିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି। ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ମୌସୁମୀ ବାୟୁ ଛୁଇଁବା ନେଇ ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ…
Read More...

ଜୁନ ୧୨ତାରିଖ ରେ ଆନ୍ଧପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଚନ୍ଦ୍ରବାବୁ ନାଇଡୁ

ନୂଆଦିଲ୍ଲୀ: ଜୁନ ୯ ନୁହେଁ ଜୁନ ୧୨ ରେ ଶପଥ ନେବେ ଚନ୍ଦ୍ରବାବୁ ନାଇଡୁ । ଆନ୍ଧପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଚନ୍ଦ୍ରବାବୁ ନାଇଡୁ ଶପଥ ନେବରେ କାର୍ଯ୍ୟକ୍ରମ ରହିଛି । ତେବେ ଏହା ପୂର୍ବରୁ ଜୁନ ୯ତରିଖରେ ଶପଥ ଗ୍ରହଣ କରିବେ ବୋଲି ଚର୍ଚ୍ଚ ହେଉଥିବା ବେଳେ ଏହାକୁ ପରିବର୍ତ୍ତନ କରାଯାଇଛି ।…
Read More...