Browsing Tag

reporterstoday

ଟ୍ୱିଟକରି ଓଡିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାଜ୍ୟରେ ସବୁଠାରୁ ଦୀର୍ଘ ସମୟ ଧରି ଶାସନ କ୍ଷମତାରେ ରହିଲେ । ୨୪ ବର୍ଷ ୩ ମାସର ଲମ୍ବା ଶାସନ କାଳ । ଏହା ପରେ ଇସ୍ତଫା ଦେଇଛନ୍ତି ନବୀନ । ରାଜଭପନରେ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ…
Read More...

ରାଜନୀତିରେ କମାଲ କଲେ କ୍ରିଡାବିତ

ନଆଦିଲ୍ଲୀ: ରାଜନୀତି ମୈଦାନରେ ୟୁସୁଫ ପଠାନ ଏବଂ କିର୍ତ୍ତୀ ଆଜାଦ ଦୁଇ ଖେଳାଳି ହିଟ ହୋଇଛନ୍ତି । ଲୋକସଭା ନିର୍ବାଚନ ୨୦୧୪ ରେ ଭୋଟ ଗଣନା ଜୁନ ୪ ରେ ହୋଇଥିଲା । ଏନଡିଏ ୨୯୨ ଏବଂ ଆଇ ଏନ ଡି ଆଇ ଏ ୨୩୪ ସିଟ ହାତେଇଛି । ତେବେ ଏହି ନିର୍ବାଚନରେ ୪କ୍ରିଡାବିତ ମୈଦାନକୁ ଓଲାହାଇ ଥିଲେ । ଯେଉଁଥିରେ…
Read More...

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ଖାରଜ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ରାଉସ ଆଭେନ୍ୟୁ କୋର୍ଟରୁ ମିଳିଛି ବଡ ଝଟକା । କୋର୍ଟ ସିଏମ ଅରବିନ୍ଦ କେଜ୍ରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ଖାରଜ କରିଛନ୍ତି । କେଜ୍ରିୱାଲ ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ସାତ ଦିନର…
Read More...

ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ଫଡନାଭିସ

ନୂଆଦିଲ୍ଲୀ:ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ଫଡନାଭିସ। କିନ୍ତୁ ତାଙ୍କ ଇସ୍ତଫାପତ୍ର ଗ୍ରହଣ ହୋଇ ନାହିଁ ବୋଲି କୁହାଯାଉଛି । ୨୦୧୪ରୁ ୨୦୧୯ ଯାଏ ମୁଖ୍ୟମନ୍ତ୍ରୀ ପଦରେ ଥିବା ଫଡନାଭିସ କହିଛନ୍ତି, “ମୋତେ ସରକାରୀ ଦାୟିତ୍ୱରୁ ମୁକ୍ତି…
Read More...

ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଭୁବନେଶ୍ୱର : ରାଜ୍ୟରେ ବନ୍ଦ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ)। ଏହା ବଦଳରେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ। ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲ ବୁଧବାର ଏ ନେଇ ଘୋଷଣା କରିଛନ୍ତି। ମନମୋହନ କହିଛନ୍ତି, ବିଏସକେୱାଇ ଅଧୀନରେ ଜନସାଧାରଣଙ୍କୁ…
Read More...

ଆସନ୍ତା ୩ରୁ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର: ଆସନ୍ତା ୩ରୁ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଥମେ ଦକ୍ଷିଣ ଓଡିଶା ପ୍ରଦେଶ କରିବା ପରେ ଅନ୍ୟ ଅଞ୍ଚଳ ଗୁଳିକ ସ୍ପର୍ଶ କରିବ । ଓଡିଶାରେ ମୌସୁମୀ ସ୍ପର୍ଶ ପାଇଁ ପାଗ ରହିଛି ଅନୁକୂଳ । ସାଧାରଣତଃ ଓଡିଶାରେ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ ପଶ୍ଚିମ…
Read More...

ରାଷ୍ଟ୍ରପତି ଭବନରେ ପହଞ୍ଚି ପଦରୁ ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭବନରେ ପହଞ୍ଚି ପଦରୁ ଇସ୍ତଫା ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କୁହାଯାଉଛି ଯେ ସେ ରାଷ୍ଟ୍ରପତିଙ୍କ ନିକଟରେ ଲୋକସଭା ଭଙ୍ଗ କରିବାକୁ ସୁପାରିଶ କରିପାରନ୍ତି ବୋଲି…
Read More...

ଲୋକସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିଛି ଏନଡିଏ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିଛି ଏନଡିଏ । ଫଳରେ ତୃତୀୟ ଥର ପାଇଁ କ୍ଷମତାକୁ ଆସିବାକୁ ଯାଉଛି ଦଳ । ଏହାରି ଭିତରେ ପ୍ରଧାନମନ୍ତ୍ରୀ ଭାବେ ନୂତନ ସରକାରର ଶପଥ ଗ୍ରହଣ କରିବାର ତାରିଖ ଏବଂ ସମୟ ମଧ୍ୟ ସ୍ଥିର କରାଯାଇଛି । ତେବେ ବିଶେଷ ସୂତ୍ରରୁ ଜଣାପଡିଛି ଯେ…
Read More...

ଦିଲ୍ଲୀ ଲାଜପତ ନାଗରର ଏକ ଶିଶୁ ଡାକ୍ତରଖାନାରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ଲାଜପତ ନାଗରର ଏକ ଶିଶୁ ଡାକ୍ତରଖାନାରେ ଅଗ୍ନିକାଣ୍ଡ । ସେଠାରେ ଥିବା ଆଇ ସେଭେନ ହସ୍ପିଟାଲରେ ହଠାତ ନିଆଁ ଲାଗିଯାଇଥିବା କୁହାଯାଉଛି । ଏହା ପରେ ଲାଗିଥିବା ନିଆଁକୁ ଲିଭାଇବା ପାଇଁ ଅଗ୍ନଶମ ବିଭାଗକୁ ଖବର ଦିଆଯାଇଥିଲା । ଏନେଇ ଖବର ପାଇଁ ପାଖାପାଖି ୧୬ଟି ଦମକଳ…
Read More...

ନିଖୋଜ ଡାକ୍ତର ଅମ୍ଲାନ ଭୋଇ କର୍ଣ୍ଣାଟକରେ ଠାବ

ମାଲକାନଗିରି: ନିଖୋଜ ଡାକ୍ତର ଅମ୍ଲାନ ଭୋଇ କର୍ଣ୍ଣାଟକରେ ଠାବ । କାଲିମେଳାରୁ ଅପହୃତ ହୋଇଥିବା ଡାକ୍ତର ଅମ୍ଳାନଙ୍କ ପତ୍ତା ମିଳିଲା । ତାଙ୍କୁ କର୍ଣ୍ଣାଟକରୁ ଠାବ କରିଛି ପୋଲିସ । ଏନେଇ ସୂଚନା ଦେଲେ ମାଲକାନଗିରି ଏସପି । ଏବେ ଡାକ୍ତର ଅମ୍ଳାନଙ୍କୁ ମାଲକାନଗିରିକୁ ଆଣିବାକୁ ପ୍ରକ୍ରିୟା…
Read More...