ନୂଆ ଜିଲ୍ଲା ଗଠନ ଉପରେ ଲାଗିଲା ରୋକ , ହାଇକୋର୍ଟଙ୍କ ବିନା ଅନୁମତିରେ ହୋଇପାରିବନି ନୂଆ ଜିଲ୍ଲା
ଭୁବନେଶ୍ୱର : ନୂଆ ଜିଲ୍ଲା ଗଠନ ଉପରେ ଲାଗିଲା ରୋକ । ହାଇକେର୍ଟଙ୍କ ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପାଇଁ ନିର୍ଦ୍ଦେଶନାମା ଜାରି କରିପାରିବ ନାହିଁ । ଅର୍ଥନୈତିକ ସ୍ଥିତି, ଜନସଂଖ୍ୟା ଅଞ୍ଚଳର ପରିସୀମା, ପଛୁଆ ପ୍ରସଙ୍ଗକୁ ବିଚାରକୁ ନନେଇ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ…
Read More...
Read More...