ଜାନୁଆରୀ ୨ରୁ ପ୍ରାକ୍ଟିକାଲ, ଫେବୃୟାରୀ ୧୬ ତାରିଖରୁ ହୋଇପାରେ ଥିଓରୀ ପରୀକ୍ଷା
ଭୁବନେଶ୍ବର : ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପ୍ରାକ୍ଟିକାଲ୍ ପରୀକ୍ଷା ଆସନ୍ତା ଜାନୁଆରୀ ୨ରୁ ଆରମ୍ଭ ହେବ। ଜାନୁଆରୀ ୨ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହୋଇ ୧୨ ତାରିଖ ଯାଏ ଚାଲିବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ ସୂଚନା ଦେଇଛନ୍ତି। ଏଥି…
Read More...
Read More...