Browsing Tag

repoterstoday

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

(ମୃତ୍ୟୁଞ୍ଜୟ ଭୋଇ/ରିପୋଟରର୍ସ ଟୁଡ଼େ) : ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ପାରାଦୀପ ମାପ ଓ ଓଜନ ବିଭାଗର ବରିଷ୍ଠ ନିରୀକ୍ଷକଙ୍କ ଠାରୁ ନଗଦ ଏକ ଲକ୍ଷ ୭୦ହଜାର ଜବତ ପରେ ଆଜି ତାଙ୍କ ଘରେ ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ପାରାଦୀପ ମାପ ଓ…
Read More...

ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ କୋର୍ଟଚାଲାଣ

(ମୃତ୍ୟୁଞ୍ଜୟ ଭୋଇ/ରିପୋଟରର୍ସ ଟୁଡେ) : କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଅର୍ଶଳା ଗ୍ରାମର ଦୁର୍ଦ୍ଦାନ୍ତ ଅପରାଧୀ ଏମ୍‌ଡି ମୁଜାଫରଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଚୋରି, ଡକାୟତି, ବଟି ଆଦାୟ ସହିତ ବହୁ ଅସାମାଜିକ କାର୍ୟ୍ୟକଳାପରେ ମୁଜାଫର ସମ୍ପୃକ୍ତ…
Read More...

ଯୁବକଙ୍କ ମୃତଦେହ ଉଦ୍ଧାର

(ମୃତ୍ୟୁଞ୍ଜୟ ଭୋଇ / ରିପୋଟରର୍ସ ଟୁଡ଼େ) : କଳାହାଣ୍ଡି ଜୁନାଗଡ ଲଙ୍କେଶ୍ୱରୀ ଇଣ୍ଡେନ ଗ୍ୟାସ ଅଫିସ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତକ ହେଲେ କଂକେରିମାଲର ଡମ୍ବବୁଡା ନାଏକ । ସେ ଇଣ୍ଡେନ ଗ୍ୟାସରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ ଗୋଦାମ ଘର ପର ପଛ ପଟୁ ତାଙ୍କ ମୃତଦେହ ଉଦ୍ଧାର…
Read More...

ବିଏସଏନଏଲ ଓ ଏମଟିଏନଏଲ ସମ୍ମିଶ୍ରଣକୁ କ୍ୟାବିନେଟର ମଞ୍ଜୁରି

(ମୃତ୍ୟୁଞ୍ଜୟ ଭୋଇ / ରିପୋଟରର୍ସ ଟୁଡ଼େ) : ଆଜି କେନ୍ଦ୍ର କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବା ସହ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନିଆଯାଇଛି । ବିଏସଏନଏଲ ଓ ଏମଟିଏନଏଲ ପୁନରୁଦ୍ଧାର ପ୍ରସ୍ତାବକୁ ଓ ଏହାର ସମ୍ମିଶ୍ରଣକୁ କ୍ୟାବିନେଟର ମଞ୍ଜୁରି ମିଳିଛି । ଏହାସହ ପୁନରୁଦ୍ଧାର…
Read More...

ମଧ୍ୟାହ୍ନ ଭୋଜନରେ ଅଣ୍ଡା ଖାଇ ୫ଜଣ ଛାତ୍ରୀ ଅସୁସ୍ଥ

(ମୃତ୍ୟୁଞ୍ଜୟ ଭୋଇ / ରିପୋଟରର୍ସ ଟୁଡ଼େ) : ରାଉରକେଲା ଲାଠିକଟା ସ୍ଥିତ ଆଦର୍ଶ ବିଦ୍ୟାଳୟ ହଷ୍ଟେଲରେରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଆଜି ମଧ୍ୟାହ୍ନ ଭୋଜନରେ ଅଣ୍ଡା ଖାଇ ୫ଜଣ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ସୂଚନାନୁସାରେ, ଆଜି ଲାଠିକଟା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ…
Read More...

ଭୋଟ ଗଣତି ପାଇଁ କଡ଼ା ସୁରକ୍ଷା

(ମୃତ୍ୟୁଞ୍ଜୟ ଭୋଇ / ରିପୋଟରର୍ସ ଟୁଡ଼େ) : ବିଜେପୁର ଉପନିର୍ବାଚନ ପାଇଁ ଗତ ୨୧ ତାରିଖ ଦିନ ଭୋଟ ଗ୍ରହଣ କରାଯାଇଥିଲା । ଆସନ୍ତାକାଲି ଭୋଟ୍ ଗଣତି କରାଯିବ । ଆସନ୍ତାକାଲି ହେବାକୁ ଥିବା ଭୋଟ ଗଣତି ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବରଗଡ଼ ଏସପି ପଦ୍ମିନୀ ସାହୁ ଏନେଇ ସୂଚନା ଦେଇଛନ୍ତି…
Read More...

ଅବକାରୀ ବିଭାଗ ତରଫରୁ ଚଢ଼ାଉ

(ମୃତ୍ୟୁଞ୍ଜୟ ଭୋଇ / ରିପୋଟରର୍ସ ଟୁଡ଼େ) : ମୟୂରଭଞ୍ଜ ଜିଲା, ବଡ଼ସାହି ଥାନା ଅଧୀନ ଉଠାଣୀନୂଆଗାଁ ଗ୍ରାମରୁ ବୁଧବାର ସକାଳେ ଅବକାରୀ ବିଭାଗ ବିପୁଳ ପରିମାଣର ନକଲି ବିଦେଶୀ ମଦ, ବିଭିନ୍ନ ବ୍ରାଣ୍ଡର ମଦ ବୋତଲ, ଖାଲି ବୋତଲ, ଠିପି, ଲେବଲ, ସିଲ, ଖୋଳ, ସ୍ପିରିଟ, ଥିନର ଓ ଅନ୍ୟାନ୍ୟ ମଦ ତିଆରି…
Read More...

‘ବାଲ୍ୟ ବିବାହକୁ ନା’- ‘ବିଦ୍ୟାଳୟକୁ ହଁ’

(ମୃତ୍ୟୁଞ୍ଜୟ ଭୋଇ / ରିପୋଟରର୍ସ ଟୁଡ଼େ) : ନିଜେ ବାଲ୍ୟ ବିବାହ କରିବେ ନାହିଁ କି ଅନ୍ୟମାନଙ୍କୁ କରିବାକୁ ଦେବେନାହିଁ। ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ଆମ ସମାଜରୁ ମୂଳପୋଛ କରିବେ। ବାଲ୍ୟ ବିବାହର କୁପରିଣାମ ସମ୍ପର୍କରେ ଅତି କମ୍ରେ ୧୦ କିଶୋର, କିଶୋରୀ, ଯୁବକ, ଯୁବତୀଙ୍କୁ ଜଣାଇବେ ଓ ସ୍ଥାନୀୟ…
Read More...

ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି

(ମୃତ୍ୟୁଞ୍ଜୟ ଭୋଇ / ରିପୋଟରର୍ସ ଟୁଡ଼େ) : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି । ଏଥିପାଇଁ ୪ଘଣ୍ଟା ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ଡପରେ ପ୍ରାୟ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି କରାଯିବ । ଦତ୍ତ ମହାପାତ୍ର ଓ ସେବାୟତ ମାନେ…
Read More...

ମହିଳା ସହଯୋଗ କେନ୍ଦ୍ର ‘ମାଧ୍ୟମ’

(ମୃତ୍ୟୁଞ୍ଜୟ ଭୋଇ / ରିପୋଟରର୍ସ ଟୁଡ଼େ) : କମିଶନରେଟ ପୋଲିସ ଅଞ୍ଚଳରେ ହିଂସା ପୀଡିତା ମହିଳାଙ୍କ ସମସ୍ୟାର ସମାଧାନ ପାଇଁ ସହଯୋଗର ହାତ ବଢାଇଥିବା ‘ମାଧ୍ୟମ’ ମଙ୍ଗଳବାର ୫ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ କମିଶନରେଟ ପୋଲିସ ମୁଖ୍ୟାଳୟରେ ସ୍ବତନ୍ତ୍ର କାର୍ୟ୍ୟକ୍ରମର ଆୟୋଜନ କରାଯାଇଥିଲା।…
Read More...