ଘୁଞ୍ଚିଲା ତାରିଖ, ଏହି ଦିନ ବିବାହ ବନ୍ଧନରେ ବାନ୍ଧି ହେବେ ରିଙ୍କୁ – ପ୍ରିୟା
ମୁମ୍ବାଇ: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ସାଂସଦ ପ୍ରିୟା ସରୋଜଙ୍କ ବିବାହକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଭରି ରହିଥିବା ବେଳେ ଏବେ ସାମ୍ନାକୁ ଆସିଛି ଏକ ବଡ ଖବର । ବର୍ତ୍ତମାନ ମିଳିଥିବା ସୂଚନା ଅନୁଯାୟୀ ରିଙ୍କୁଙ୍କ ବିବାହ ଚଳିତ ବର୍ଷ ନଭେମ୍ବରରେ ହେବନାହିଁ ।…
Read More...
Read More...