ଡିଜିପିଙ୍କ ଦ୍ୱରା ନୂତନ ଥାନା ଉଦ୍ଘାଟିତ
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ସିଂଲା ଓ ବାଳିଆପାଳର ଦୁଇଟି ନୂତନ ଥାନା ଗୃହକୁ ଉଦଘାଟନ କରିଛନ୍ତି ଓଡିଶା ପୋଲିସ ମହାନିର୍ଦେଶକ ସୁନୀଲ କୁମାର ବଂଶଲ । ଏହି ଉଦଘାଟନୀ ଉତ୍ସବରେ ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ମୁଖ୍ଯ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ…
Read More...
Read More...