ନୂଆଁଖାଇ ପରଦିନ ସ୍ଥାନୀୟ ଛୁଟି ଘୋଷଣା କଲେ ସମ୍ବଲପୁର ଆରଡିସି
ସମ୍ବଲପୁର: ଦିନଟିଏ ପରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଚଳଚଞ୍ଚଳ ପଶ୍ଚିମ ଓଡିଶା । ପଶ୍ଚିମାଞ୍ଚଳ ନୂଆଁଖାଇ ପର୍ବ ପାଳନ ଅବସରରେ ସମ୍ବଲପୁର, ବରଗଡ ଜିଲ୍ଲା ଏବଂ ସୁନ୍ଦରଗଡ ଉପଖଣ୍ଡ ଜନସାଧାରଣ ଏବଂ ବିଭିନ୍ନ ସଂଗଠନ ପକ୍ଷରୁ ନୂଆଁଖାଇ ପରଦିନ ସେପ୍ଟେମ୍ବର ୨୧ ତାରିଖକୁ ସରକାରୀ ଛୁଟି ଦିବସ…
Read More...
Read More...