Browsing Tag

Sambalpur

ଜିଏମ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା: ଶିକ୍ଷା ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଗୋପିକାନ୍ତ ସୁନା ଗିରଫ

ସମ୍ବଲପୁର: ଗୋଟେ ପଟେ ବାଲେଶ୍ଵର ଏଫ୍ଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ସାରା ରାଜ୍ୟରେ ନିଆଁ ଜଳୁଥିବା ବେଳେ ସେପଟେ ଆଉ ଏକ ବିଶ୍ଵବିଦ୍ୟାଳୟରୁ ସାମ୍ନାକୁ ଆସିଛି ଛାତ୍ରୀ ନିର୍ଯ୍ୟାତନା । ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା ଖବର ସାମ୍ନାକୁ ଆସିଛି ।…
Read More...

ହୀରାକୁଦ ଛାଡିଲା ବର୍ଷର ପ୍ରଥମ ବନ୍ୟାଜଳ, ତଳ ମୁଣ୍ଡରେ ସତର୍କ

ସମ୍ବଲପୁର: ଖୋଲିଲା ହୀରାକୁଦ ଡ୍ୟାମ ଗେଟ୍ । ଆଜି (ରବିବାର) ହୀରାକୁଦରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯାଇଛି । ସକାଳ ୧୦ ଟାରେ ପ୍ରଥମେ ପରମ୍ପରା ମୁତାବକ ପୂଜାର୍ଚ୍ଚନା ପରେ ୬ଟି ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯାଇଥିଲା । ତେବେ…
Read More...

ଉପର ମୁଣ୍ଡରେ ବର୍ଷା ହେଉନଥିବାରୁ ଚଳିତ ବର୍ଷ ଶୀଘ୍ର ଖୋଲିବ ଗେଟ୍

ସମ୍ବଲପୁର-: ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉନଥିବାରୁ ଚଳିତ ବର୍ଷ ଶୀଘ୍ର ଗେଟ୍ ଖୋଲିବ । ଗେଟ ଖୋଲିବା ନେଇ ସୂଚନା ଦେଲେ ହୀରାକୁଦ ମୁଖ୍ୟ ଯନ୍ତ୍ରୀ ସୁଶିଲ ବେହେରା । ୬ ତାରିଖ ସକାଳ ୧୦ ଟାରେ ପୂଜାର୍ଚ୍ଚନା ପରେ ଗେଟ୍ ଖୋଲାଯିବ । ହୀରାକୁଦ ତଳ…
Read More...

ସମ୍ବଲପୁରର ଚାରମାଲ ଏବଂ ନାକଟିଦେଉଳ ଅଞ୍ଚଳରେ ଡ୍ରୋନ୍ ବ୍ୟବହାର କରି ମାଓ ବିରୋଧୀ ଅଭିଯାନ ଜାରି

ଭୁବନେଶ୍ୱର-: ସମ୍ବଲପୁରର ଚାରମାଲ ଏବଂ ନାକଟିଦେଉଳ ଅଞ୍ଚଳରେ ଡ୍ରୋନ୍ ବ୍ୟବହାର କରି ଏକ ବିଶାଳ ମାଓ ବିରୋଧୀ ଅଭିଯାନ ଚାଲିଛି। ଛତିଶଗଡ଼ର ଏହି ବିଦ୍ରୋହୀମାନେ ସ୍ଥାନୀୟ ଜଙ୍ଗଲରେ ଆଶ୍ରୟ ନେଇଥିବା ସମ୍ପର୍କରେ ରିପୋର୍ଟ ପାଇ ସ୍ୱତନ୍ତ୍ର ଅପରେସନ୍ ଗ୍ରୁପ୍ ଏବଂ ଜିଲ୍ଲା ସ୍ୱେଚ୍ଛାସେବୀ ବାହିନୀ…
Read More...

ସମ୍ବଲପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ମାଓ ଗତିବିଧି ବଢିଥିବା ସନ୍ଦେହ କରାଯାଉଛି

ସମ୍ବଲପୁର-: ସମ୍ବଲପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ମାଓ ଗତିବିଧି ବଢିଥିବା ସନ୍ଦେହ କରାଯାଉଛି । ସୋନପୁର, ବୌଦ୍ଧ, ରେଢାଖୋଲ ଅଞ୍ଚଳର ଢେଙ୍ଗୁ ଡ୍ୟାମକୁ ଲାଗି ରହିଥିବା ବିଭିନ୍ନ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ମାଓବାଦୀ ସକ୍ରିୟ ଥିବା ଗୁଇନ୍ଦା ସୂଚନା ମିଳିଛି । ପୂର୍ବରୁ ସମ୍ବଲପୁରରେ…
Read More...

ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗରେ ଜଣେ କନେଷ୍ଟବଳଙ୍କୁ ଗିରଫ କରିଛି ସମ୍ବଲପୁର ପୋଲିସ

ସମ୍ବଲପୁର-: ରକ୍ଷାକର୍ତ୍ତା ସାଜିଲା ନର ପିଶାଚ । ଯୌନ ଲାଳସାରେ ଭୁଲିଲା ହିତାହିତ ଜ୍ଞାନ । ସମ୍ବଲପୁରରେ ଜଣେ ପୋଲିସ କର୍ମଚାରୀ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିବା ନେଇ ହୋଇଛି ସାଙ୍ଘାତିକ ଅଭିଯୋଗ । ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ଜଣେ କନେଷ୍ଟବଳଙ୍କୁ ଗିରଫ କରିଛି ସମ୍ବଲପୁର ପୋଲିସ ।…
Read More...

ଦୁର୍ଘଟଣାଗ୍ରସ୍ତ କାରରୁ ମିଳିଲା ଏକ ବନ୍ଧୁକ ଏବଂ କିଛି ଗୁଳି

ସମ୍ୱଲପୁର-: ବିଳମ୍ବିତ ରାତିରେ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡ଼ିଲା କାର । ଧକ୍କା ଫଳରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯିବା ସହ କାରଟି ଓଲଟି ହୋଇଯାଇଥିଲା ଚୁରମାର । ଖବର ପାଇ ଅଗ୍ନିଶମ ବାହିନୀ ଏବଂ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହିତ ମେଡ଼ିକାଲକୁ…
Read More...

ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନ ହେବ ସମ୍ବଲପୁର ଚିଡିଆଖାନା

ସମ୍ବଲପୁର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ବଡ଼ି ଭୋରରୁ ସମ୍ବଲପୁର ଚିଡିଆଖାନା ପରିଦର୍ଶନ କରିବା ସହ ଏହାକୁ ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନ କରିବା ପାଇଁ ଯୋଜନା କରାଯିବ ବୋଲି କହିଛନ୍ତି । କେନ୍ଦ୍ରମନ୍ତ୍ରୀ…
Read More...

ଫୋବର୍ସ ପତ୍ରିକାରେ ଓଡ଼ିଶାର ୩ଟି ଷ୍ଟାର୍ଟଅପ୍ ସ୍ଥାନ ପାଇବା ଆମ ଯୁବପିଢ଼ିଙ୍କ ପ୍ରତିଭାର ଏକ ପ୍ରମାଣ

ସମ୍ବଲପୁର-: ଆଜି ସମ୍ବଲପୁରରେ ICAIର ଉପ-ଆଞ୍ଚଳିକ ସମ୍ମିଳନୀ 'ସକ୍ଷମ-୨୦୨୫'ର ଉଦଘାଟନୀ ଅଧିବେଶନରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇ ଏହାର ସ୍ୱତନ୍ତ୍ର କର୍ମଶାଳା ପାଇଁ ସାରା ଦେଶରୁ ଚାଟାର୍ଡ ​​ଆକାଉଣ୍ଟାଣ୍ଟ (CA) ଏବଂ ଅନ୍ୟ ଅତିଥିମାନଙ୍କୁ ସମ୍ବଲପୁରକୁ ସ୍ୱାଗତ କରିଥିଲେ…
Read More...

ସାଂପ୍ରତିକ ପରିସ୍ଥିତି ମଧ୍ୟରେ ସବୁଠି ହାଇ ଆଲର୍ଟ ସାଙ୍ଗକୁ କଟକଣା ଜାରି

ଭୁବନେଶ୍ୱର-: ସାଂପ୍ରତିକ ପରିସ୍ଥିତି ମଧ୍ୟରେ ଏବେ ଜଳ ସ୍ଥଳ ଆକାଶ ସବୁ ଉପରେ ସୁରକ୍ଷାର ଜାଲ ବିଛାଇଲେଣି ସୁରକ୍ଷାକର୍ମୀ। ସବୁଠି ହାଇ ଆଲର୍ଟ ସାଙ୍ଗକୁ କଟକଣା ଜାରି ହୋଇଛି। ଏହାରି ଭିତରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ବିମାନବନ୍ଦର ଠାରୁ ଆରମ୍ଭ କରି କେନ୍ଦ୍ରାପଡା ଜିଲ୍ଲା ଲାଇଟ୍…
Read More...