୧୫ ଲକ୍ଷରୁ ଅଧିକ ଟଙ୍କାର ଜାଲ ନୋଟ ଜବତ କଲା କ୍ରାଇମବ୍ରାଞ୍ଚ
ସମ୍ବଲପୁର: କ୍ରାଇମବ୍ରାଞ୍ଚକୁ ମିଳିଛି ବଡ ସଫଳତା । ପୁଣି ଜାଲ ନୋଟ ରାକେଟ ଠାବ । ୧୫ ଲକ୍ଷରୁ ଅଧିକ ଟଙ୍କାର ଜାଲ୍ ନୋଟ୍ ଜବତ । ସମ୍ବଲପୁର ଯୁଜୁମାରରେ କ୍ରାଇମବ୍ରାଞ୍ଚ STFର ଚଢ଼ାଉ । ଦୁଇ ଆନ୍ତଃରାଜ୍ୟ ଜାଲ ନୋଟ୍ ମାଫିଆ ଗିରଫ କରିଥିବା ସୂଚନା ମିଳିଛି । ଦୀର୍ଘଦିନ ଧରି ଏମାନେ ଏହି…
Read More...
Read More...