ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମା’…..
(ସମ୍ବଲପୁର): ଆସୁଛି ପଶ୍ଚିମ ଓଡ଼ିଶାର ପାରମ୍ପରିକ ପର୍ବ ନୂଆଁଖାଇ । ଚଳିତ ବର୍ଷ ନୂଆଁଖାଇରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମା’ ସମଲେଶ୍ୱରୀ । ଶ୍ରଦ୍ଧାଳୁଙ୍କ ପାଇଁ ଦିନ ୧୨ଟା ୩୦ ମିନିଟ୍ ରୁ ୫ଟା ୩୦ ମିନିଟ୍ ପର୍ଯ୍ୟନ୍ତ ଖୋଲା ରହିବ ମା’ ସମଲେଶ୍ୱରୀଙ୍କ ମନ୍ଦିର । ଏନେଇ ସୂଚନା ଦେଇଛନ୍ତି…
Read More...
Read More...