Browsing Tag

sampark kranti express

ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ସର୍ଟ ସର୍କିଟ; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ନୂଆଦିଲ୍ଲୀ: ମୂଷା ପାଇଁ ଅଟକିଲା ଟ୍ରେନ୍ । ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ବିହାରର ଦରଭଙ୍ଗାସ୍ଥିତ ଛପରା ରେଳ ଷ୍ଟେସନରୁ ଏପରି ଏକ ଆଶ୍ଚର୍ୟ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମୂଷା ପାଇଁ ଦରଭଙ୍ଗାରୁ ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ…
Read More...