ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ନିକଟରେ ସପ୍ତପୁରୀ ଭୋଗ ଲାଗି
ପୁରୀ: ଆଜି ସପ୍ତପୁରୀ ଅମାବାସ୍ୟା । ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ନିକଟରେ ସପ୍ତପୁରୀ ଭୋଗ ଲାଗି କରାଯାଇଛି । ଆଜି ଶ୍ରୀଜୀଉଙ୍କ ଅବକାଶା ନୀତି ପରେ ବେଶ କରାଯାଇଛି । ଗମ୍ଭାରୀରେ ପାଣି ପଡି ଟେରା ବନ୍ଧାଯିବା ପରେ ସକାଳ…
Read More...
Read More...