‘ହରିଜନ’ ଶଦ୍ଦ ବଦଳରେ ‘ଅନୁସୂଚିତ ଜାତି’ ଶଦ୍ଦ ବ୍ୟବହାର କରିବା ନେଇ ଚିଠି ଜାରି
ଭୁବନେଶ୍ୱର:- ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟରେ ‘ହରିଜନ’ ଶଦ୍ଦ ବ୍ୟବହାର ହୋଇପାରିବ ନାହିଁ। ରାଜ୍ୟ ସରକାର ‘ଅନୁସୂଚିତ ଜାତି’ ଶଦ୍ଦକୁ ଗୁରୁତ୍ବ ଦେଇଛନ୍ତି ଏବଂ ‘ହରିଜନ’ ଶଦ୍ଦ ବଦଳରେ ‘ଅନୁସୂଚିତ ଜାତି’ ଶଦ୍ଦ ବ୍ୟବହାର କରିବା ନେଇ ଚିଠି ଜାରି କରିଛନ୍ତି। ଏନେଇ ରାଜ୍ୟ…
Read More...
Read More...