ଏସସିବିରେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଶ୍ରୀମତୀ ପ୍ରିୟଙ୍କା ମାରାଣ୍ଡି, ହେବ ଅସ୍ତ୍ରୋପଚାର
କଟକ: ଏସସିବି ମେଡିକାଲରେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଶ୍ରୀମତୀ ପ୍ରିୟଙ୍କା ମାରାଣ୍ଡି । ସେ ହସ୍ପିଟାଲର ଶଲ୍ୟ ଚିକିତ୍ସା ବିଭାଗରେ ଆଡ଼ମିସନ ହୋଇଛନ୍ତି । ତାଙ୍କର ଏକ ଛୋଟ ଧରଣର ଅସ୍ତ୍ରୋପଚାର କରାଯିବ । ହସ୍ପିଟାଲର ଏକ ୧୦ ଜଣିଆ ଡାକ୍ତରୀ ଟିମ ତାଙ୍କର ଚିକିତ୍ସା କରୁଛନ୍ତି । ସର୍ଜରୀ ବିଭାଗ…
Read More...
Read More...