Browsing Tag

school uniform

ରାଜ୍ୟ ସାରା ସ୍କୁଲରେ ଶିଶୁ ବାଟିକାର ଛାତ୍ରଛାତ୍ରୀମାନଙ୍କୁ ମିଳିବ ମାଗଣା ୟୁନିଫର୍ମ

ଭୁବନେଶ୍ୱର:- ରାଜ୍ୟ ସାରା ସ୍କୁଲରେ ଶିଶୁ ବାଟିକାର ଛାତ୍ରଛାତ୍ରୀମାନଙ୍କୁ ମାଗଣା ୟୁନିଫର୍ମ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବାକୁ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି । ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ,ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ…
Read More...

ପୁଣି ବଦଳିଲା ସ୍କୁଲ ୟୁନିଫର୍ମ : ନବମ ଓ ଦଶମ ଛାତ୍ରଛାତ୍ରୀଙ୍କ ପାଇଁ ଆସିବ ନୂଆ ଡ୍ରେସ

ବ୍ୟୁରୋ : ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି ବଦଳିଲା ସ୍କୁଲ ୟୁନିଫର୍ମ । ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମର ରଙ୍ଗ ପରିବର୍ତ୍ତନ ହେବ । ଏଣିକି ସବୁଜ ପ୍ୟାଣ୍ଟ-ଚେକ ସାର୍ଟ ନୁହେଁ, ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ବାଦାମୀ ରଙ୍ଗର ଡ୍ରେସ୍ ପିନ୍ଧିବେ। ସବୁଠୁ ବଡ କଥା ହେଉଛି…
Read More...