ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ପ୍ରଦାନ କରାଯାଉଥିବା ଆର୍ଥିକ ସହାୟତା ରାଶିର ପରିମାଣ ବୃଦ୍ଧି
ଭୁବନେଶ୍ୱର: ମିଶନ ଶକ୍ତି କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ଓଡିଶାର ମହିଳା ମାନେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି । ମିଶନ ଶକ୍ତି ମା ମାନେ ରାଜ୍ୟ ପାଇଁ ହୋଇପାରିଛନ୍ତି ଏକ ବିରାଟ ସାମାଜିକ ପୁଞ୍ଜି । ଏସଏଚଜିରୁ ଉଦ୍ୟଗୀ ସୃଷ୍ଟି କରି ଆମ ରାଜ୍ୟର ମହିଳା ମାନଙ୍କୁ ରାଜ୍ୟ…
Read More...
Read More...