୩.୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ସ୍ୱତନ୍ତ୍ର ଭୂମି ଅଧିଗ୍ରହଣ ଅଧିକାରୀଙ୍କୁ ଧରିଲା ଓଡ଼ିଶା ଭିଜିଲାନ୍ସ
ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ବିଭାଗ ଆଜି ସମ୍ବଲପୁର-ତାଳଚେର ରେଳ ଲାଇନ୍ ଦୋହରୀକରଣ ପ୍ରକଳ୍ପର ସ୍ୱତନ୍ତ୍ର ଭୂମି ଅଧିଗ୍ରହଣ ଅଧିକାରୀ (Special Land Acquisition Officer) ଅଜୟ କୁମାର ଗରନାୟକଙ୍କୁ ୩.୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ହାତେ-ହାତେ ଧରିଛି।
ଜଣେ ସ୍ଥାନୀୟ ଜମି…
Read More...
Read More...