ସୋପିଆନ ଆତଙ୍କବାଦୀ ହମଲାରେ ୩ ଗୁରୁତର
ଜାମ୍ମୁ-କାଶ୍ମୀର: ଜାମ୍ମୁ-କାଶ୍ମୀରର ସୋପିଆନରେ ଆତଙ୍କବାଦୀ ହମଲା କରିଛନ୍ତି । ଦକ୍ଷିଣ କାଶ୍ମୀରର ଗଗରାନ ଅଞ୍ଚଳରେ ୩ ବାହାର ରାଜ୍ୟର ଶ୍ରମିକଙ୍କୁ ୨ ଜଣ ଆତଙ୍କବାଦୀ ଗୁଳିମାଡ଼ କରିଛନ୍ତି । ଏମାନେ ସମସ୍ତେ ବିହାର ଜିଲ୍ଲା ସୁପୌଲର ବୋଲି ଜଣାପଡ଼ିଛି । ଗୁଳିମାଡ଼ରେ ୩ଜଣ ଶ୍ରମିକ ଗୁରୁତର ଆହତ…
Read More...
Read More...