ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ପ୍ରସିଦ୍ଧ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ
କଟକ: ଓଡ଼ିଶାର ପ୍ରସିଦ୍ଧ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥତା କାରଣରୁ ତାଙ୍କୁ କଟକସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସେ ଆଇସିୟୁ (ICU) ରେ ଚିକିତ୍ସାଧୀନ ଅଛନ୍ତି ଏବଂ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ବୋଲି…
Read More...
Read More...