ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ
ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । ଆଜି ସକାଳେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ସୀତାରମଣ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀ ମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା ।…
Read More...
Read More...