Browsing Tag

#snakeattack #death #odisha

୨୦୨୩-୨୪ ଆର୍ଥିକ ବର୍ଷରେ ୧୧୫୦ ଜଣ ସାପ କାମୁଡାରୁ ପ୍ରାଣ ହରାଇଛନ୍ତି…

ବଢୁଛି ସାପ କାମୁଡା ମୃତ୍ୟୁ । ୨୦୨୩-୨୪ ଆର୍ଥିକ ବର୍ଷରେ ୧୧୫୦ ଜଣ ସାପ କାମୁଡାରୁ ପ୍ରାଣ ହରାଇଛନ୍ତି ଏଥିରେ ୧୦୨୨ ଜଣ ପରିବାରକୁ ଅନୁକମ୍ପା ରାଶି ମିଳିଛି । ସେହିପରି ୨୦୨୪-୨୫ ରେ ୭୦୯ ଜଣଙ୍କ ସାପ କାମୁଡ଼ାରେ ଜୀବନ ଯାଇଛି ୪୩୫ ଜଣଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କରାଯାଇଛି ।…
Read More...