ନ୍ୟାସନାଲ ହେରାଲ୍ଡ ମାମଲା: ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କୁ ନୋଟିସ
ନୂଆଦିଲ୍ଲୀ: ନ୍ୟାସନାଲ ହେରାଲ୍ଡ ମାମଲାରେ ଦିଲ୍ଲୀ ହାଇକୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କୁ ନୋଟିସ ଜାରି କରିଛନ୍ତି। ଏହି ମାମଲାରେ ଇଡି ଏକ ଚାର୍ଜସିଟ୍ ଦାଖଲ କରିଥିଲା, କିନ୍ତୁ ରାଉସ୍ ଆଭେନ୍ୟୁ କୋର୍ଟ ଏହାକୁ ଗ୍ରହଣ କରିବାକୁ ମନା କରିଦେଇଥିଲା। ରାଉସ୍ ଆଭେନ୍ୟୁ…
Read More...
Read More...