ରିଅଲ-ଇଷ୍ଟେଟ ସହ ଜଡ଼ିତ ମନି ଲଣ୍ଡ୍ରିଂ ମାମଲାରେ ସାଉଥ ସୁରପଷ୍ଟାର ମହେଶ ବାବୁଙ୍କୁ ଇଡି ସମନ କରିଛି
ହାଇଦ୍ରାବାଦ-: ସାଉଥ ସୁରପଷ୍ଟାର ମହେଶ ବାବୁଙ୍କୁ ଇଡିର ସମନ । ରିଅଲ-ଇଷ୍ଟେଟ ସହ ଜଡ଼ିତ ମନି ଲଣ୍ଡ୍ରିଂ ମାମଲାରେ ଇଡି ସମନ କରିଛି । ଏପ୍ରିଲ ୨୮ ତାରିଖ ପୂର୍ବରୁ ହାଇଦ୍ରାବାଦ ସ୍ଥିତି ଇଡି ଅଫିସରେ ହାଜର ହେବାକୁ ତାଙ୍କୁ ନିର୍ଦ୍ଦେଶ ହୋଇଛି । ମନି ଲଣ୍ଡ୍ରିଂ ମାମଲାରେ ଜଡ଼ିତ କିଛି ସ୍ଥାନରେ…
Read More...
Read More...