କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀରେ ବଳୀ ବାମନ ଓ ପର୍ଶୁରାମ ବେଶରେ ଦର୍ଶନ ଦେଲେ ଜଗନ୍ନାଥ ଓ ବଳଭଦ୍ର
ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଥିବା ଜଗନ୍ନାଥ ମନ୍ଦିରରେ କାର୍ତ୍ତିକ ମାସର ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଠାକୁରଙ୍କ ଦର୍ଶନ ଓ ସକାଳ ଆଳତୀ ଦର୍ଶନ ସକାଶେ ଶତାଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି। କାର୍ତ୍ତିକ ମାସ ଏକ ପବିତ୍ର ଓ ପୁଣ୍ୟ ମାସ ହୋଇଥିବାରୁ…
Read More...
Read More...