ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ମିତାଲି ରାଜ୍
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଭାରତୀୟ ମହିଳା ଦଳର ଅଧିନାୟକ ମିତାଲି ରାଜ୍ । ମିତାଲି ଗତ ୨୩ ବର୍ଷ ଧରି ଭାରତ ପାଇଁ କ୍ରିକେଟ ଖେଳୁଥିଲେ । ତେବେ ସେ ବୁଧବାର ୩୯ ବର୍ଷ ବୟସରେ ସେ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ୟାସ ନେଇଛନ୍ତି । ଦୁଇ ଦଶନ୍ଧିରୁ ଅଧିକ ସମୟ…
Read More...
Read More...