ନିଜକୁ ଜନ୍ମ ଦିନର ଭେଟି : ୪୯ତମ ଦିନିକିଆ ଶତକ ହାସଲ କରି ସଚିନଙ୍କ ସମକକ୍ଷ ହେଲେ ବିରାଟ କୋହଲି
କୋଲକାତା: କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ପ୍ରଥମ କରି ମୁହାଁମୁହିଁ ହୋଇଥିଲେ ପଏଣ୍ଟ ଟେବୁଲର ଶୀର୍ଷରେ ଥିବା ଦୁଇ ଶକ୍ତିଶାଳୀ ଟିମ୍ ଭାରତ ଏବଂ ଦକ୍ଷିଣ ଆଫ୍ରିକା । ଗତକାଲି ଇଡେନ ଗାର୍ଡେନରେ ବିରାଟଙ୍କ ‘ବିରାଟ’ ଇନିଂସ ଦେଖିବାକୁ ମିଳିଛି। ଦିନିକିଆରେ ଶତକ ହାସଲ କରିବାରେ…
Read More...
Read More...