ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ
ପୁରୀ / ସଞ୍ଜୟ ମହାପାତ୍ର: ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ.ଆଇ ) ପକ୍ଷରୁ ଆସନ୍ତା 18 ସେପ୍ଟେମ୍ବର ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ । ଏନେଇ ଏ.ଏସ୍.ଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି । ତଦନୁସାରେ, ରାଜ୍ୟ…
Read More...
Read More...