Browsing Tag

Srimandira

ଆଜି ଅଣବସର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ଘଣାଲାଗି ନୀତି ଅନୁଷ୍ଠିତ ହେବ

ପୁରୀ-: ଆଜି ଆଷାଢ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଆଜି ଅଣବସର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ଘଣାଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ଦିବ୍ୟ ପ୍ରଲେପ ଖଳି ପ୍ରସ୍ତୁତ କରାଯାଇଛି । ସୂଚନା ଅନୁଯାୟୀ, ଶ୍ରୀଜିଉଙ୍କୁ ଘଣା ଲାଗି ପରେ ଖଳିକୁ ସୂର୍ଯ୍ୟାସ୍ତ ପୂର୍ବରୁ…
Read More...

ସୁସ୍ଥ ହୋଇଛନ୍ତି ଜ୍ୱରରେ ପିଡୀତ ମହାପ୍ରଭୁ

ପୁରୀ-: ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁ ଦିବ୍ୟସ୍ନାନ କରି ଜ୍ୱରରେ ପିଡୀତ ହୋଇଥିବା ବେଳେ ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ରକ୍ତ ବସ୍ତ୍ର ଓ ଖଳିଲାଗି ଲାଗି କରାଯାଇଥିଲା ଏବଂ ମହାପ୍ରଭୁ ଦଶମୂଳ ମୋଦକ ସେବନ କରି ସମ୍ପୂର୍ଣ୍ଣ ସୁସ୍ଥ…
Read More...

ଅଣସର ନୀତି ସମୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରତିନିଧି ସ୍ଵରୂପ ପଟିଦିଅଁ ପୂଜା ପାଇବେ

ପୁରୀ-: ରାତି ପାହିଲେ ମହାପ୍ରଭୁଙ୍କର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲାପରେ ଜ୍ୱରରେ ପଡ଼ିବେ ମହାପ୍ରଭୁ। ତେବେ ୧୫ ଦିନ ଧରି ଅଣସର ଘରେ ଚତୁଃର୍ଦ୍ଧାମୂର୍ତ୍ତିଙ୍କ କରାଯିବ ଗୁପ୍ତସେବା। ଏହି ସମୟରେ ଶ୍ରୀମନ୍ଦିରରେ ମନ୍ତ୍ରୋଚାରଣ ଓ ଅନ୍ୟାନ୍ୟ…
Read More...

ମହାପ୍ରଭୁଙ୍କ ସେନାପଟା ନୀତି ଲାଗି ଆଜି ଅପରାହ୍ନ ୨ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ

ପୁରୀ-: ଆଜି ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ସେନାପଟା ନୀତି ଲାଗି ହେବ । ଏଥିପାଇଁ ସୋମବାର ରାତ୍ର ଆଳତି ପହୁଡ଼ ଠାରୁ ଆଜି ଅପରାହ୍ନ ୨ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ସେନାପଟା ଶେଷ ହେବା ପରେ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ।…
Read More...

ବିଶ୍ୱ ନିୟନ୍ତାଙ୍କ ବିବାହ ଉତ୍ସବ

ପୁରୀ-: ଆଜି ପବିତ୍ର ରୁକ୍ମିଣୀ ହରଣ ଏକାଦଶୀ । ଏଥିଲାଗି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଚଳଚଞ୍ଚଳ ପୁରୀ । ସଜେଇ ହୋଇଛି ଶ୍ରୀମନ୍ଦିର । ସକାଳ ଧୂପ ପରେ ବିଭିନ୍ନ ନୀତାକାନ୍ତି କରାଯାଉଛି । ଏହାପରେ ରୁକ୍ମିଣୀ ହରଣ ନୀତି ଅନୁଷ୍ଠିତ…
Read More...

ବଢ଼ିବ ଶ୍ରୀମନ୍ଦିର ସୁରକ୍ଷା, ମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ୍ ସିଷ୍ଟମ

ଭୁବନେଶ୍ୱର-: ବଢ଼ିବ ଶ୍ରୀମନ୍ଦିର ସୁରକ୍ଷା । ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ୍ ସିଷ୍ଟମ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ପୋଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ । ଶ୍ରୀମନ୍ଦିର ଶିଖରରେ ଡ୍ରୋନ୍ ଉଡ଼ିଲେ ତାକୁ ଅତି ସହଜରେ ଖସାଇଦିଆଯାଇ ପାରିବ ।…
Read More...

ବୈଶାଖ ଶୁକ୍ଳ ଅଷ୍ଟମୀରେ ୧୦୮ କୁମ୍ଭ ଜଳରେ ଦାରୁଦିଅଁଙ୍କ ଜଳାଭିଷେକ ନୀତି ସମ୍ପନ୍ନ ହୋଇଛି

ପୁରୀ-: ଆଜି ବୈଶାଖ ଶୁକ୍ଳ ଅଷ୍ଟମୀରେ ଶ୍ରୀମନ୍ଦିରରେ ପାଳନ ହୋଇଛି ନୀଳାଦ୍ରି ମହୋଦୟାଷ୍ଟମୀ ।  ଏହି ତିଥିରେ ଯଜ୍ଞମଣ୍ଡପରୁ ବିଜେ ହୋଇ ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନସିଂହାସନରେ ଅଧିଷ୍ଠିତ ହୋଇଥିଲେ । ତେଣୁ ଉକ୍ତ ଦିବସରେ ଠାକୁରଙ୍କ ଅଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ୧୦୮…
Read More...

ରାମକୃଷ୍ଣଙ୍କୁ ପ୍ରାୟ ୪୫ ମିନିଟ୍‌ ଧରି ପଚରାଉଚରା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ

ଭୁବନେଶ୍ୱର-: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ ବିବାଦ ପ୍ରସଙ୍ଗରେ ରବିବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ହାଜର ହୋଇ ନିଜ ପକ୍ଷ ରଖିଛନ୍ତି ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର । ରାମକୃଷ୍ଣଙ୍କୁ ପଚରାଉଚରା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…
Read More...

ଏପ୍ରିଲ ୨୯ରୁ ଜୁନ୍‌ ୨୭ ଯାଏଁ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରହିବ

ପୁରୀ : ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଏପ୍ରିଲ ୨୯ରୁ ଜୁନ୍‌ ୨୭ ଯାଏଁ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରହିବ । ଏନେଇ ଶନିବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । ଆଜି ପୂର୍ବାହ୍ନ ୧୧ଟା ରେ…
Read More...

ହାଇକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ସତ୍ୟପାଠ

କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ହାଇକୋର୍ଟରେ ସତ୍ୟପାଠ ଦାଖଲ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି । ଶେଷଥର ପାଇଁ ୧୯୭୮ରେ ରତ୍ନଭଣ୍ଡାର ଖୋଲାଯାଇଥିଲା । ରତ୍ନଭଣ୍ଡାର ଖୋଲାଯାଇ ଆଳଙ୍କାରଗୁଡିକ ହିସାବ କରାଯାଇଥିଲା । ପ୍ରାୟ ଦେଢ କ୍ୱିଣ୍ଟାଲ ସୁନା…
Read More...