Browsing Tag

Srimandira

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଆନନ୍ଦ ବଜାର ନିକଟର ଫୋଟ

ପୁଣିଥରେ ସୋସିଆଲ ମିଡିଆରେ ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ । ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ। ହସ୍ତଗତ ତଥ୍ୟ ଅନୁଯାୟୀ ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ଭାଇରାଲ କରିଛନ୍ତି ମୋହିତ ନାମକ ଯୁବକ। ଏବଂ ଏହାର ପରବର୍ତ୍ତୀ ସମୟରେ ନିଜ ଇନଷ୍ଟାଗ୍ରାମ ଆଇଡିରେ ଅପଲୋଡ଼…
Read More...

ଆଜି ଅଣବସର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ଘଣାଲାଗି ନୀତି ଅନୁଷ୍ଠିତ ହେବ

ପୁରୀ-: ଆଜି ଆଷାଢ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଆଜି ଅଣବସର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ଘଣାଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ଦିବ୍ୟ ପ୍ରଲେପ ଖଳି ପ୍ରସ୍ତୁତ କରାଯାଇଛି । ସୂଚନା ଅନୁଯାୟୀ, ଶ୍ରୀଜିଉଙ୍କୁ ଘଣା ଲାଗି ପରେ ଖଳିକୁ ସୂର୍ଯ୍ୟାସ୍ତ ପୂର୍ବରୁ…
Read More...

ସୁସ୍ଥ ହୋଇଛନ୍ତି ଜ୍ୱରରେ ପିଡୀତ ମହାପ୍ରଭୁ

ପୁରୀ-: ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁ ଦିବ୍ୟସ୍ନାନ କରି ଜ୍ୱରରେ ପିଡୀତ ହୋଇଥିବା ବେଳେ ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ରକ୍ତ ବସ୍ତ୍ର ଓ ଖଳିଲାଗି ଲାଗି କରାଯାଇଥିଲା ଏବଂ ମହାପ୍ରଭୁ ଦଶମୂଳ ମୋଦକ ସେବନ କରି ସମ୍ପୂର୍ଣ୍ଣ ସୁସ୍ଥ…
Read More...

ଅଣସର ନୀତି ସମୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରତିନିଧି ସ୍ଵରୂପ ପଟିଦିଅଁ ପୂଜା ପାଇବେ

ପୁରୀ-: ରାତି ପାହିଲେ ମହାପ୍ରଭୁଙ୍କର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲାପରେ ଜ୍ୱରରେ ପଡ଼ିବେ ମହାପ୍ରଭୁ। ତେବେ ୧୫ ଦିନ ଧରି ଅଣସର ଘରେ ଚତୁଃର୍ଦ୍ଧାମୂର୍ତ୍ତିଙ୍କ କରାଯିବ ଗୁପ୍ତସେବା। ଏହି ସମୟରେ ଶ୍ରୀମନ୍ଦିରରେ ମନ୍ତ୍ରୋଚାରଣ ଓ ଅନ୍ୟାନ୍ୟ…
Read More...

ମହାପ୍ରଭୁଙ୍କ ସେନାପଟା ନୀତି ଲାଗି ଆଜି ଅପରାହ୍ନ ୨ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ

ପୁରୀ-: ଆଜି ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ସେନାପଟା ନୀତି ଲାଗି ହେବ । ଏଥିପାଇଁ ସୋମବାର ରାତ୍ର ଆଳତି ପହୁଡ଼ ଠାରୁ ଆଜି ଅପରାହ୍ନ ୨ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ସେନାପଟା ଶେଷ ହେବା ପରେ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ।…
Read More...

ବିଶ୍ୱ ନିୟନ୍ତାଙ୍କ ବିବାହ ଉତ୍ସବ

ପୁରୀ-: ଆଜି ପବିତ୍ର ରୁକ୍ମିଣୀ ହରଣ ଏକାଦଶୀ । ଏଥିଲାଗି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଚଳଚଞ୍ଚଳ ପୁରୀ । ସଜେଇ ହୋଇଛି ଶ୍ରୀମନ୍ଦିର । ସକାଳ ଧୂପ ପରେ ବିଭିନ୍ନ ନୀତାକାନ୍ତି କରାଯାଉଛି । ଏହାପରେ ରୁକ୍ମିଣୀ ହରଣ ନୀତି ଅନୁଷ୍ଠିତ…
Read More...

ବଢ଼ିବ ଶ୍ରୀମନ୍ଦିର ସୁରକ୍ଷା, ମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ୍ ସିଷ୍ଟମ

ଭୁବନେଶ୍ୱର-: ବଢ଼ିବ ଶ୍ରୀମନ୍ଦିର ସୁରକ୍ଷା । ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ୍ ସିଷ୍ଟମ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ପୋଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ । ଶ୍ରୀମନ୍ଦିର ଶିଖରରେ ଡ୍ରୋନ୍ ଉଡ଼ିଲେ ତାକୁ ଅତି ସହଜରେ ଖସାଇଦିଆଯାଇ ପାରିବ ।…
Read More...

ବୈଶାଖ ଶୁକ୍ଳ ଅଷ୍ଟମୀରେ ୧୦୮ କୁମ୍ଭ ଜଳରେ ଦାରୁଦିଅଁଙ୍କ ଜଳାଭିଷେକ ନୀତି ସମ୍ପନ୍ନ ହୋଇଛି

ପୁରୀ-: ଆଜି ବୈଶାଖ ଶୁକ୍ଳ ଅଷ୍ଟମୀରେ ଶ୍ରୀମନ୍ଦିରରେ ପାଳନ ହୋଇଛି ନୀଳାଦ୍ରି ମହୋଦୟାଷ୍ଟମୀ ।  ଏହି ତିଥିରେ ଯଜ୍ଞମଣ୍ଡପରୁ ବିଜେ ହୋଇ ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନସିଂହାସନରେ ଅଧିଷ୍ଠିତ ହୋଇଥିଲେ । ତେଣୁ ଉକ୍ତ ଦିବସରେ ଠାକୁରଙ୍କ ଅଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ୧୦୮…
Read More...

ରାମକୃଷ୍ଣଙ୍କୁ ପ୍ରାୟ ୪୫ ମିନିଟ୍‌ ଧରି ପଚରାଉଚରା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ

ଭୁବନେଶ୍ୱର-: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ ବିବାଦ ପ୍ରସଙ୍ଗରେ ରବିବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ହାଜର ହୋଇ ନିଜ ପକ୍ଷ ରଖିଛନ୍ତି ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର । ରାମକୃଷ୍ଣଙ୍କୁ ପଚରାଉଚରା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…
Read More...

ଏପ୍ରିଲ ୨୯ରୁ ଜୁନ୍‌ ୨୭ ଯାଏଁ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରହିବ

ପୁରୀ : ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଏପ୍ରିଲ ୨୯ରୁ ଜୁନ୍‌ ୨୭ ଯାଏଁ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରହିବ । ଏନେଇ ଶନିବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । ଆଜି ପୂର୍ବାହ୍ନ ୧୧ଟା ରେ…
Read More...