ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଏବଂ ୨୦୨୪ ପାଇଁ ଦରଖାସ୍ତ ଆହ୍ଵାନ
ଭୁବନେଶ୍ଵର: ୩୫ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଦରଖାସ୍ତ ଆହ୍ୱାନ । ଆଗ୍ରହୀ ପ୍ରଯୋଜକମାନେ ଅକ୍ଟୋବର ୪ ତାରିଖ ସୁଦ୍ଧା ଡାକ ଜରିଆରେ ପ୍ରମାଣପତ୍ର ସହ ଆବେଦନ କରିବାକୁ ନିର୍ଦ୍ଦେଶ । ୨୦୨୩ ଓ ୨୦୨୪ ଦୁଇ ବର୍ଷ ପାଇଁ ଦରଖାସ୍ତ ଆହ୍ବାନ…
Read More...
Read More...