ରଥଯାତ୍ରା ପୂର୍ବର ଡିଏସପି ରାଙ୍କରେ ବଡ ଧରଣ ଅଦଳ ବଦଳ…
ଭୁବନେଶ୍ୱର: ରଥଯାତ୍ରା ପୂର୍ବରୁ ରାଜ୍ୟ ସରକାର ଓଡିଶା ପୋଲିସ ସେବା କ୍ୟାଡରରେ ବଡ ଧରଣର ଅଦଳ ବଦଳ କରିଛନ୍ତି । ବିଭିନ୍ନ ଜିଲ୍ଲା ଏବଂ ବିଭାଗରେ ୭୯ ଜଣ ଡିଏସପି ରାଙ୍କ ଅଧିକାରୀଙ୍କୁ ବଦଳି କରିଛନ୍ତି । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଏହି କ୍ରମରେ…
Read More...
Read More...