Browsing Tag

state govt.

ଝାରସୁଗୁଡ଼ା ସମନ୍ୱିତ ଉନ୍ନୟନ ସଂସ୍ଥା ଭାବେ ନାମିତ ଏହି ନୂତନ ସଂସ୍ଥା ପାଇଁ ୯ ଟି ନୂଆ ପଦବୀ ସୃଷ୍ଟି କଲେ ରାଜ୍ୟ…

ଭୁବନେଶ୍ୱର:  ଝାରସୁଗୁଡ଼ା ଜିଲ୍ଲାର ଲାଇକେରା ଓ କିରୀମେରା  ଦୁଇଟି ବ୍ଲକକୁ  ନୂତନ  ଭାବରେ  ଗଠିତ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ  ରାଜ୍ୟ ସରକାର 9 ଟି ନୂତନ ପଦବୀକୁ ମଞ୍ଜୁରୀ ଦେଇଛନ୍ତି । ଏହା ଅଧୀନରେ ଲାଇକେର ଓ କିରୀମେରା ବ୍ଲକର ସମସ୍ତ ଗାଁ ଏହି ନୂତନ ITDA ଅଧୀନରେ ରହିବ।…
Read More...

ବେସରକାରୀ ଡାଇଭରମାନଙ୍କ କଲ୍ୟାଣ ନିମନ୍ତେ କାର୍ଯ୍ୟ ଆରମ୍ଭ କରିଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର: ଆଜି ରାଜ୍ୟ ସରକାରଙ୍କ ତରଫରୁ ବେସରକାରୀ ଭାବେ କର୍ଯ୍ୟରତ ଥିବା ଡାଇଭରମାନଙ୍କ କଲ୍ୟାଣ ନିମନ୍ତେ ଏକ ବୈଠକ ଅନୁଷ୍ଠତି ହୋଇଯାଇଛି । ଲୋକସେବା ଭବନ ସମ୍ମିଳନୀ ହଲରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହା…
Read More...

୨୦ରୁ ସ୍ୱାଭାବିକ ହେବ ସରକାରୀ ଅଫିସ

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ଆସନ୍ତା ୨୦ତାରିଖରେ ସ୍ୱାଭାବିକ ହେବ ସମସ୍ତ ସରକାରୀ ଅଫିସ । ଲକଡାଉନ ନିୟମ ଜାରୀ ରହିଥିବା ବେଳେ କେଉଁ ସରକାରୀ କର୍ମଚାରୀ ଅଫିସ ଆସିବେ ଓ କିଏ ଘରେ ରହି କାମ କରିବେ ସେ ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ନୂଆ ନିୟମ ୨୦ରୁ ମେ ୩ ତାରିଖ ପର୍ଯ୍ୟନ୍ତ…
Read More...

କେନ୍ଦ୍ର ସରକରୀ କର୍ମଚାରୀ ଙ୍କ ପାଇଁ ଖୁସି ଖବର

(ଗୋବିନ୍ଦ ଚନ୍ଦ୍ର ପଣ୍ଡା) : କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ପ୍ରତିଶତ ବୃଦ୍ଧି ହୋଇଛି । ଏନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ବର୍ଦ୍ଧିତ ୨% ଭତ୍ତା ଜୁଲାଇରୁ ପିଛିଲା ଭାବେ ଲାଗୁ ହେବ । ଏହାଦ୍ୱାରା ୪୮ଲକ୍ଷ ୪୧ହଜାର କର୍ମଚାରୀ ଓ ୬୨ଲକ୍ଷ ତିନି ହଜାର…
Read More...