ବର୍ଷା ଯେଗୁଁ ଘୁଞ୍ଚିଲା ୟୁଜି ଓ ପିଜି ନାମଲେଖା ତାରିଖ
ଭୁବନେଶ୍ବର: ୟୁଜି ଓ ପିଜି ନାମଲେଖା ତାରିଖ ଘୁଞ୍ଚିଲା । ସଂପ୍ରତି ରାଜ୍ୟର କେତେକ ଭାଗରେ ବର୍ଷାଜନିତ ଖରାପ ପାଣିପାଗ ଯୋଗୁଁ ଦେଖାଦେଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୟୁ.ଜି. ଓ ପି.ଜି. ନାମଲେଖା ତାରିଖରେ ପରିବର୍ତ୍ତନ କରାଯାଇଛି । ୟୁ.ଜି. ନାମଲେଖା ଓ…
Read More...
Read More...