Browsing Tag

Subarnapur

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୩0 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ…
Read More...

ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ଆୟୋଡିନ ଅଭାବ ରୋଗ ନିୟନ୍ତ୍ରଣ ଦିବସ

ସୁବର୍ଣ୍ଣପୁର /ଓମ୍ ପ୍ରକାଶ ମିଶ୍ର:  ମଣିଷ ଶରୀର ପାଇଁ ଆୟୋଡିନ ଏକ ଆବଶ୍ୟକୀୟ ଅଣୁ ପୋଷକ ତତ୍ତ୍ଵ ଅଟେ |ଯାହା ସ୍ଵାଭାବିକ ଅଭିବୃଦ୍ଧି ଏବଂ ମ|ନସିକ ବିକାଶ ଘଟିବା ପାଇଁ ଅତି ଆବଶ୍ୟକ। ଉପଯୁକ୍ତ ମାତ୍ରାରେ ଆୟୋଡିନ ଯୁକ୍ତ ଲୁଣ ସେବନ ହିଁ ଆୟୋଡିନ୍ ଅଭାବ ଜନିତ ରୋଗ ନିରାକରଣର ଏକମାତ୍ର ଉପାୟ।…
Read More...

ସୁବର୍ଣ୍ଣପୁରରେ ସଡକ ସୁରକ୍ଷା ବୈଠକ

ସୁବର୍ଣ୍ଣପୁର / ଓମ୍ ପ୍ରକାଶ ମିଶ୍ର : ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ପରିଚାଳନା ବୈଠକ ଅନୁଷ୍ଠିତ ହୋଇଯାଇଛି ।  ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ୟ୍ୟ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉପ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ ,…
Read More...

କୋଟିପତି ବାବୁଙ୍କ ଗୋଦାମରେ ଚଢାଉ

ଖମ୍ବେଶ୍ବରୀପାଲି ଇଣ୍ଡେନ ଗ୍ରାମୀଣ ବିତରକ ଗୋଦାମରେ ଚଢ଼ାଉ । ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେଙ୍କ ନିର୍ଦେଶରେ ତଥା ଉପଜିଲ୍ଲାପାଳଙ୍କ ତତ୍ୱାବଧାନରେ ଚଢାଉ କରାଯାଇଥିଲା । ଗତକାଲି ସୁବର୍ଣ୍ଣପୁର ଜିଲ୍ଳା ଯୋଗାଣ ବିଭାଗର ତତ୍ୱାବଧାରକ ମନୋଜ କୁମାର ସାହୁଙ୍କ ଗୋଦାମରେ ଅଚାନକ…
Read More...

ଆଜାଦୀ କା ଅମୃତ ମହୋତ୍ସବ ଲାଗି ତ୍ରିରଙ୍ଗା ଯାତ୍ରା

ସୁବର୍ଣ୍ଣପୁର: ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ସୁବର୍ଣ୍ଣପୁର ସହରରେ ବାଲାଜୀ ମନ୍ଦିର ପରିସରରୁ ତ୍ରିରଙ୍ଗା ଯାତ୍ରାର ଶୁଭାରମ୍ଭ କରାଯାଇଥିଲା। ଯୁବନେତା ବଳଦେବ ପ୍ରସାଦ ବେଦବାକଙ୍କ ନେତୃତ୍ୱରେ ମନ୍ଦିର ପରିସରରୁ ବାହାରି ସ୍ଥାନୀୟ ବ୍ଲକ ଛକ ସନ୍ନିକଟ ବଜାର ସହ ନଗର ପରିକ୍ରମା କରିଥିଲେ।…
Read More...

ଜିଲ୍ଲା ବାଲ୍ୟବିବାହ ନିରାକରଣ ଟାସ୍କ ଫୋର୍ସ କମିଟି ବୈଠକ

ସୁବର୍ଣ୍ଣପୁର: ଜିଲ୍ଲାରେ ବାଲ୍ୟ ବିବାହ ତଥା କିଶୋରୀ ମାତୃତ୍ୱକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଉଦେଶ୍ୟରେ ଗୁରୁବାର ପୂର୍ବାହ୍ନରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଆବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ବାଲ୍ୟ ବିବାହ ନିରାକରଣ ଟାକ୍ସ ଫୋର୍ସ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ବାହାରେ…
Read More...

ବେଇଆଇନ କଫ ସିରପ ଜବତ, ୩ ଗିରଫ

ସୋନପୁର: ବେଆଇନ କଫ ସିରପ କାରବାରକୁ ନେଇ ତିନି ଜଣଙ୍କୁ ଗିରଫ କରିଛି ସୋନପୁର ଟାଉନ ଥାନା ପୋଲିସ। ମିଳିଥିବା ସୂଚନା ଅନୁସାରେ ୧୦୦ ବୋତଲ କପସିରପ ଏବଂ ଏକ ସ୍କୁଟି ଜବତ କରିଛି ପୋଲିସ। ସୋନପୁର ଟାଉନ ଥାନା ଅଞ୍ଚଳରେ କିଛି ଦିନ ହେଲା ବେଆଇନ ଭାବେ କପସିରପ କାରବାର ଚାଲିଥିଲା। ତେବେ ସୋନପୁର…
Read More...

ବାଲ୍ୟ ବିବାହ ରୋକିଲା ଜିଲ୍ଲା ପ୍ରଶାସନ

ସୁବର୍ଣ୍ଣପୁର: ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାରେ ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ତରଫରୁ ବହୁବିଧ ପଦକ୍ଷେପ ନିଆଯାଉଛି । ଗୁରୁବାର ବିନିକା ବ୍ଲକ ଫୁଲମୁଠି ଓ ଚରଦା ଗ୍ରାମରେ ୨ ଜଣ ନାବାଳିକାଙ୍କ ବିବାହ…
Read More...

ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ନିମନ୍ତେ ସରପଞ୍ଚଙ୍କ ସହ ଜିଲ୍ଲାପାଳଙ୍କ ବୈଠକ

ସୁବର୍ଣ୍ଣପୁର: ବିନିକା ବ୍ଲକ ପ୍ରଶାସନ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ବିନିକା ବ୍ଲକ ସଭାଗୃହଠାରେ ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ନିମନ୍ତେ ବ୍ଲକ ଅନ୍ତର୍ଗତ ସମସ୍ତ ୧୬ ଗୋଟି ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କ ସହ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ…
Read More...

ସୁବର୍ଣ୍ଣପୁରରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା କୋଟିକୋଟି ଟଙ୍କାର ପାଣି ପାଇପ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ଭୟଙ୍କର ଅଗ୍ନିକାଣ୍ଡ । ଜଳିଗଲା କୋଟିକୋଟି ଟଙ୍କାର ପାଣି ପାଇପ । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଲଙ୍ଗଳକଟା ରାସ୍ତା କଡ଼ରେ ଥିବା ଜୁବେରି ଇଞ୍ଜିନିୟରିଂ କମ୍ପାନୀର ପ୍ଲାଷ୍ଟିକ ପାଇପ ଗଦାରେ ଲାଗିଲା ନିଆଁ । ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି…
Read More...