Browsing Tag

Subarnapur

୭ ଦିନ ଗଡିବ ସଚେତନତା ରଥ

ସୁବର୍ଣ୍ଣପୁର : ରାଜ୍ୟ ବାହାରକୁ କାମଧନ୍ଦା ନିମନ୍ତେ ଯାଉଥିବା ପ୍ରବାସୀ ଶ୍ରମିକ ଙ୍କ ନିରାପଦ ସ୍ଥାନାନ୍ତର ନିମନ୍ତେ ଜିଲ୍ଲା ଆଞ୍ଚଳିକ ଶ୍ରମ ଆୟୁକ୍ତ ସୁବର୍ଣ୍ଣପୁରଙ୍କ ଦ୍ୱାରା ପ୍ରସ୍ତୁତ ଶ୍ରମିକ ସଚେତନତା ରଥ କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ…
Read More...

ଅନୁଷ୍ଠିତ ହେଲା ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ମହକ

ସୁବର୍ଣ୍ଣପୁର/ଓମ ପ୍ରକାଶ ମିଶ୍ର: ଜିଲ୍ଳା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ଜିଲ୍ଳା ସ୍ତରୀୟ ଶିଶୁ ମହୋତ୍ସବ ମହକ ଜିଲ୍ଲା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାରେ ଥିବା ଶିଶୁ ଯତ୍ନ ଅନୁଷ୍ଠାନ ମାନଙ୍କରେ ରହୁଥିବା ଶିଶୁ ମାନଙ୍କୁ ନେଇ ମହକ କାର୍ୟ୍ୟକ୍ରମ ଅନୁଷ୍ଠିତ…
Read More...

ଅଦ୍ବିକା ଜୀବନ ଶୈଳୀ ଶିକ୍ଷା ତାଲିମ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର : ସୋନପୁର ବ୍ଲକ ମିଶନ ଶକ୍ତି ଗୃହ ସୋନପୁର ପରିସରରେ ଜ଼ିଲ୍ଲା ସ୍ତରୀୟ ଅଦ୍ବିକା ଜୀବନ ଶୈଳୀ ଶିକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଆୟୋଜିତ ୨ ଦିନିଆ ତାଲିମ ଶିବିରରେ ଅତିରିକ୍ତ ଜ଼ିଲ୍ଲାପାଲ ସୁବର୍ଣ୍ଣପୁର ଶ୍ରୀମତୀ ନିଶି ପୁନମ…
Read More...

ସୁବର୍ଣ୍ଣପୁରରେ ବୃହତ୍ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ 

ସୁବର୍ଣ୍ଣପୁର/ଓମ ପ୍ରକାଶ ମିଶ୍ର:ତୃଣମୂଳ ସ୍ତରରେ ସମସ୍ତଙ୍କୁ ଆଇନ୍ ଗତ ସୁବିଧା ଯୋଗାଣ କୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ବୃହତ୍ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ନୂତନ ଟାଉନହଲ୍ ଠାରେ ଅନୁଷ୍ଠିତ ଏହି ସମାରୋହରେ ଅତିରିକ୍ତ ଜିଲ୍ଲା…
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୩0 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ…
Read More...

ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ଆୟୋଡିନ ଅଭାବ ରୋଗ ନିୟନ୍ତ୍ରଣ ଦିବସ

ସୁବର୍ଣ୍ଣପୁର /ଓମ୍ ପ୍ରକାଶ ମିଶ୍ର:  ମଣିଷ ଶରୀର ପାଇଁ ଆୟୋଡିନ ଏକ ଆବଶ୍ୟକୀୟ ଅଣୁ ପୋଷକ ତତ୍ତ୍ଵ ଅଟେ |ଯାହା ସ୍ଵାଭାବିକ ଅଭିବୃଦ୍ଧି ଏବଂ ମ|ନସିକ ବିକାଶ ଘଟିବା ପାଇଁ ଅତି ଆବଶ୍ୟକ। ଉପଯୁକ୍ତ ମାତ୍ରାରେ ଆୟୋଡିନ ଯୁକ୍ତ ଲୁଣ ସେବନ ହିଁ ଆୟୋଡିନ୍ ଅଭାବ ଜନିତ ରୋଗ ନିରାକରଣର ଏକମାତ୍ର ଉପାୟ।…
Read More...

ସୁବର୍ଣ୍ଣପୁରରେ ସଡକ ସୁରକ୍ଷା ବୈଠକ

ସୁବର୍ଣ୍ଣପୁର / ଓମ୍ ପ୍ରକାଶ ମିଶ୍ର : ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ପରିଚାଳନା ବୈଠକ ଅନୁଷ୍ଠିତ ହୋଇଯାଇଛି ।  ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ୟ୍ୟ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉପ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ ,…
Read More...

କୋଟିପତି ବାବୁଙ୍କ ଗୋଦାମରେ ଚଢାଉ

ଖମ୍ବେଶ୍ବରୀପାଲି ଇଣ୍ଡେନ ଗ୍ରାମୀଣ ବିତରକ ଗୋଦାମରେ ଚଢ଼ାଉ । ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେଙ୍କ ନିର୍ଦେଶରେ ତଥା ଉପଜିଲ୍ଲାପାଳଙ୍କ ତତ୍ୱାବଧାନରେ ଚଢାଉ କରାଯାଇଥିଲା । ଗତକାଲି ସୁବର୍ଣ୍ଣପୁର ଜିଲ୍ଳା ଯୋଗାଣ ବିଭାଗର ତତ୍ୱାବଧାରକ ମନୋଜ କୁମାର ସାହୁଙ୍କ ଗୋଦାମରେ ଅଚାନକ…
Read More...

ଆଜାଦୀ କା ଅମୃତ ମହୋତ୍ସବ ଲାଗି ତ୍ରିରଙ୍ଗା ଯାତ୍ରା

ସୁବର୍ଣ୍ଣପୁର: ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ସୁବର୍ଣ୍ଣପୁର ସହରରେ ବାଲାଜୀ ମନ୍ଦିର ପରିସରରୁ ତ୍ରିରଙ୍ଗା ଯାତ୍ରାର ଶୁଭାରମ୍ଭ କରାଯାଇଥିଲା। ଯୁବନେତା ବଳଦେବ ପ୍ରସାଦ ବେଦବାକଙ୍କ ନେତୃତ୍ୱରେ ମନ୍ଦିର ପରିସରରୁ ବାହାରି ସ୍ଥାନୀୟ ବ୍ଲକ ଛକ ସନ୍ନିକଟ ବଜାର ସହ ନଗର ପରିକ୍ରମା କରିଥିଲେ।…
Read More...

ଜିଲ୍ଲା ବାଲ୍ୟବିବାହ ନିରାକରଣ ଟାସ୍କ ଫୋର୍ସ କମିଟି ବୈଠକ

ସୁବର୍ଣ୍ଣପୁର: ଜିଲ୍ଲାରେ ବାଲ୍ୟ ବିବାହ ତଥା କିଶୋରୀ ମାତୃତ୍ୱକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଉଦେଶ୍ୟରେ ଗୁରୁବାର ପୂର୍ବାହ୍ନରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଆବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ବାଲ୍ୟ ବିବାହ ନିରାକରଣ ଟାକ୍ସ ଫୋର୍ସ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ବାହାରେ…
Read More...