ଖୋଲିଲା ସୁଭଦ୍ରା ପୋର୍ଟାଲ୍, ମାର୍ଚ୍ଚ ୮ରେ ଏକାଥରେ ୨ଟି କିସ୍ତି ପାଇବେ ନୂଆ ସୁଭଦ୍ରା ହିତାଧିକାରୀ
ଭୁବନେଶ୍ଵର: ମାର୍ଚ୍ଚ ୮ରେ ଏକାଥରେ ୨ଟି କିସ୍ତି ପାଇବେ ନୂଆ ସୁଭଦ୍ରା ହିତାଧିକାରୀ । ଆଜିଠୁ ସୁଭଦ୍ରା ପୋର୍ଟାଲରେ ଆରମ୍ଭ ହୋଇଛି ଆବେଦନ । ମାସେ ଯାଏଁ ଆବେଦନ କରି ହେବ । ଆବଶ୍ୟକ ପଡିଲେ ସମୟ ସୀମା ମଧ୍ୟ ବୃଦ୍ଧି ହୋଇପାରେ । ଦ୍ଵିତୀୟ ପର୍ଯ୍ୟାୟରେ ଯୋଗ୍ୟ ହିତାଧିକାରୀଙ୍କୁ ମାର୍ଚ୍ଚ ୮ ରେ…
Read More...
Read More...