ଆଜିଠୁ ‘ସୁଭଦ୍ରା’ ଯୋଜନା ପାଇଁ ଆରମ୍ଭ ହେଉଛି ପଞ୍ଜୀକରଣ
ଭୁବନେଶ୍ୱର: ଆଜିଠୁ ‘ସୁଭଦ୍ରା’ ଯୋଜନା ପାଇଁ ଆରମ୍ଭ ହେଉଛି ପଞ୍ଜୀକରଣ। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାକୁ ପର୍ଯ୍ୟାପ୍ତ ପରିମାଣର ଆବେଦନ ଫର୍ମ ପଠାଯାଇଛି । ସମସ୍ତ ଜିଲ୍ଲାରେ ହିତାଧିକାରୀଙ୍କ ନିମନ୍ତେ ଏହି ଫର୍ମ ଉପଲବ୍ଧ। ଆଜିଠାରୁ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହେବ…
Read More...
Read More...