Browsing Tag

Subman Gill

ରୋହିତ ଶର୍ମାଙ୍କ ଭବିଶ୍ୟତକୁ ନେଇ ବଡ ବୟାନ ଦେଲେ ଗିଲ୍ ।

ଭାରତୀୟ ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ ବୟାନ ଦେଲେ ଅଧିନାୟକ ଶୁଭମନ୍ ଗିଲ୍ । ନିକଟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍ କରିଛି। ଏହି…
Read More...

ଭାରତ ଜିତିବା ପରେ ଖୁସି ବ୍ୟକ୍ତ କରିଛନ୍ତି ବିରାଟ କୋହଲି

ନୂଆଦିଲ୍ଲୀ-: ଶୁବମନ ଗିଲଙ୍କ ଅଧିନାୟକତ୍ବରେ ଟିମ୍ ଇଣ୍ଡିଆ ଏଜବେଷ୍ଟନ ମଇଦାନରେ ଇଂଲଣ୍ଡକୁ ଦ୍ବିତୀୟ ଟେଷ୍ଟରେ ୩୩୬ ରନରେ ହରାଇଛି । ୫ଟି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ୧-୧ରେ ବରାବର ରହିଛି । ଏବେ ୩ୟ ମ୍ୟାଚ ଲର୍ଡସ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବ । ଏଜବେଷ୍ଟନରେ ଭାରତ ଜିତିବା ପରେ…
Read More...