ଭୁବନେଶ୍ୱରରେ ପହଞ୍ଚିଲେ ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ପୁଅ ଆଦର୍ଶ ବେହେରା
ଭୁବନେଶ୍ଵର: ଭୁବନେଶ୍ୱରରେ ପହଞ୍ଚିଲେ ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ପୁଅ । ଜଗତସିଂହପୁର ଜିଲ୍ଲା କୋଟକଣା ଗାଁର ଆଦର୍ଶ ବେହେରା ଓଡିଶା ଫେରିଲେ । ବିମାନବନ୍ଦରରେ ପହଞ୍ଚି ଭାବବିହ୍ୱଳ ହେଲେ ଆଦର୍ଶ
। ବିଦ୍ରୋହୀ ଆତଙ୍କୀ ସଂଗଠନ RSF ଅପହରଣ କରିନେଇଥିଲା । ଫେରିବା ପରେ ନିଜ ଯନ୍ତ୍ରଣା…
Read More...
Read More...