ମହାନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ
କଟକ: ମହାନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ । କଟକ ଯୋବ୍ରା ବ୍ୟାରେଜରେ ମହାନଦୀକୁ ଡେଇଁଛନ୍ତି ଯୁବତୀ । ।ସେଠାରେ ଉପସ୍ଥିତ ଥିବା ସ୍ଥାନୀୟ ଲୋକ ମହିଳାଙ୍କୁ ଉଦ୍ଧାର କରିଥିବା କୁହାଯାଉଛି । ତେବେ ଖବର ପାଇ ଘଟଣା ସ୍ଥଳରେ ଦମକଳ ବାହିନୀ ପହଞ୍ଚି ମହିଳା ଜଣଙ୍କୁ ଜୀବିତ ଉଦ୍ଧାର କରିଛି…
Read More...
Read More...