ଆଜି ଶ୍ରୀଜିଉଙ୍କ ସୁନାବେଶ; ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ: ଜନ୍ମବେଦିରେ ନବଦିନାତ୍ମକ ଲୀଳା ସାରି ଖରା-ବର୍ଷାର ଲୁଚକାଳି ଖେଳ ଭିତରେ ବାହୁଡ଼ିଛନ୍ତି ଲୀଳାମୟ କାଳିଆ ସାଆନ୍ତ। ବଡ଼ଦାଣ୍ଡରେ ପୁଣିଥରେ ଗଡ଼ିଛି ତିନିରଥ । ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ୱନି ସହ ରଥ ଚକାର ଘର୍ଘର୍ ଶବ୍ଦରେ କମ୍ପିଛି ବଡ଼ଦାଣ୍ଡ । ବର୍ଷାରେ ଭିଜି ଭିଜି ସେବାୟତ…
Read More...
Read More...