ଜାପାନରେ ଶକ୍ତିଶାଳି ଭୂମିକମ୍ପ , ପ୍ରଶାସନର ସୁନାମୀ ସତର୍କତ
ଜାପାନ : ଭୂକମ୍ପ ଝଟକାରେ ଥରିଲା ଜାପାନ । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୫ ରେକର୍ଡ କରାଯାଇଛି । ଜାପାନର ଉତ୍ତର-ପଶ୍ଚିମ ତଟବର୍ତ୍ତୀ ଇସିକାଓ୍ବା ଅଞ୍ଚଳରେ ଝଟକା ଲାଗିଛି । ଭୂକମ୍ପ ପରେ ସେଠାରେ ସୁନାମୀ ଚେତାବନୀ ଜାରି କରାଯାଇଥିଲା । ତେବେ ଭୂକମ୍ପ ପରେ ସମୁଦ୍ରରେ ୧ ମିଟର…
Read More...
Read More...