ସୁନ୍ଦରଗଡ଼ରେ ଆଜି ପୁଣି ୭ ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ
ସୁନ୍ଦରଗଡ଼: ରାଜ୍ୟରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍। ସୁନ୍ଦରଗଡ଼ରେ ଆଜି ପୁଣି ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ ଛୁଇଁଛି । ଗତ ଜାନୁୟାରୀ ୧ରୁ ସେପଟେମ୍ବର ୧୨ ତାରିଖ ମଧ୍ୟରେ ଜିଲ୍ଲାରେ ୧୩୨ ଜଣ ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ…
Read More...
Read More...