ଯୋଗାଣ ଅଧିକାରୀଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ
ଛତ୍ରପୁର-: ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଭାରପ୍ରାପ୍ତ ମୁଖ୍ୟ ଯୋଗାଣ ଅଧିକାରୀ । ଛତ୍ରପୁର ବ୍ୟାଙ୍କ କଲୋନୀ ଭଡା ଘରୁ ଅଫିସ ଯାଉଥିବା ସମୟରେ ଯୋଗାଣ ଅଧିକାରୀ ପୁଷା ମୁଣ୍ଡାଙ୍କୁ ଅଟକାଇ ଥିଲା ଭିଜିଲାନ୍ସ । ଆଉ ସେହି ସମୟରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ ବିଭାଗ…
Read More...
Read More...