Browsing Tag

suresh pujari

ମହାନଦୀ ପ୍ରସଙ୍ଗ: ବିଜେଡି ଉପରେ ବର୍ଷିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ଵର: ମହାନଦୀ ସମସ୍ୟା ନେଇ ସର୍ବଦଳୀୟ ବୈଠକ ବାତିଲ ହେବା ପରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓଙ୍କ ଅଧ୍ୟକ୍ଷତାରେ ଜୁରୁରୀ ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସହ ମୁଖ୍ୟ ଶାସନ ସଚିବ ଯୋଗ ଦେଇଥିଲେ । ବୈଠକ ପରେ ରାଜସ୍ୱ ମନ୍ତ୍ରୀ…
Read More...

ଅତ୍ୟାଧୁନିକ ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟାଳୟର ଗୋଟିଏ ବିଲ୍ଡିଂରେ ରହିବ ଏସଆରସି, ଅଗ୍ନିଶମ, ପାଣିପାଗ, ODRAF, NDRF,…

ଭୁବନେଶ୍ଵର:- ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ସରକାରଙ୍କ ବଡ଼ ଯୋଜନା । ଭୁବନେଶ୍ଵରରେ ଅତ୍ୟାଧୁନିକ ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟାଳୟ ଖୋଲିବେ ସରକାର । ଅତ୍ୟାଧୁନିକ ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟାଳୟର ଗୋଟିଏ ବିଲ୍ଡିଂରେ ରହିବ ଏସଆରସି, ଅଗ୍ନିଶମ, ପାଣିପାଗ, ODRAF,…
Read More...

ପ୍ରଥମ ଥର ପାଇଁ କୋଟିଆ ରଥଯାତ୍ରାରେ ସାମିଲ ହେବେ ରାଜସ୍ୱ ମନ୍ତ୍ରୀଙ୍କ ସହ ଏକାଧିକ ମନ୍ତ୍ରୀ

କୋଟିଆ-: କୋଟିଆରେ ରଥ ଟାଣିବେ ରାଜସ୍ୱ ମନ୍ତ୍ରୀ ।  ପ୍ରଥମ ଥର ପାଇଁ କୋଟିଆ ରଥଯାତ୍ରାରେ ସାମିଲ ହେବେ ରାଜସ୍ୱ ମନ୍ତ୍ରୀଙ୍କ ସହ ଏକାଧିକ ମନ୍ତ୍ରୀ । ରଥଯାତ୍ରାରେ ସାମିଲ ହେବାକୁ କୋଟିଆ ବାସୀ କରିଥିଲେ ଅନୁରୋଧ । ତାକୁ ବିଚାର କରି କାର୍ଯ୍ୟକ୍ରମ ଚୂଡାନ୍ତ କରାଯାଉଛି । ଆସନ୍ତାକାଲି ସୁଦ୍ଧା…
Read More...

ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଅଧିକାରୀ ମାନଙ୍କୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଚେତାବନୀ ଦେଇଛନ୍ତି

ଭୁବନେଶ୍ୱର-: ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଅଧିକାରୀ ମାନଙ୍କୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଚେତାବନୀ ଦେଇ କହିଛନ୍ତି, ସମୟ ଅଛି ସତର୍କ ହୋଇଯାଅ । ଅଭିଯାନ ଆରମ୍ଭ ହୋଇଛି କେହି ବି ବର୍ତ୍ତିବେ ନାହିଁ । ଯିଏ ଦୁର୍ନୀତି କରିବ ସିଏ ଜେଲ ଯିବ । ସରକାରଙ୍କ ସଂକଳ୍ପ, ଯେଉଁଠି ଥିଲେ ବି…
Read More...

ପିଏମ୍‌ ଆବାସ ଯୋଜନାରେ ଘର ପାଇଁ ମାଗଣା ବାଲି ଦେବେ ରାଜ୍ୟ ସରକାର

ଭୁବନେଶ୍ୱର-: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି ପାଇଁ ଆଉ ଚିନ୍ତା ନାହିଁ । କାରଣ ପିଏମ୍‌ ଆବାସ ଯୋଜନାରେ ଘର ପାଇଁ ମାଗଣା ବାଲି ଦେବେ ରାଜ୍ୟ ସରକାର । ଘର ତିଆରି ପାଇଁ ରାଜ୍ୟ ସରକାର ୨ ଟ୍ରାକ୍ଟର୍‌ ବାଲି ଦେବେ ବୋଲି ନିଷ୍ପତ୍ତି ନେଇଛନ୍ତି । ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ…
Read More...

ଅଚାନକ ବିଗିଡ଼ିଲା ରାଜସ୍ବ ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା : ବର୍ତ୍ତମାନ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା

ଭୁବନେଶ୍ୱର : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ଖବର ଅନୁଯାୟୀ. ବୁର୍ଲା ଟିଣଘରରେ ଏକ କାର୍ଯ୍ୟକ୍ରମ ଥିଲା। ରାଲିରେ ଯାଉଥିବାବେଳେ ହଠାତ ଦିନ ୧୧ଟା ବେଳେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡି ଯାଇଥିଲା । ଏହା ପରେ ସଙ୍ଗେ ସଙ୍ଗେ ତାଙ୍କର ଚିକିତ୍ସା କରାଯାଉଛି । ବୁର୍ଲା ସ୍ଥିତ ଡ୍ୟାମ…
Read More...